ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀଙ୍କ ପଞ୍ଜୀକରଣର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମୀକ୍ଷା କରିଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ଓ ସମବାୟ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ…

ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ…

ଶେଷ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ହରାଇଲା ଭାରତ

ତ୍ରିନିନାଦ୍‌:  ଟିମ୍‌ ଇଣ୍ଡିଆ ଶେଷ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । ୨୦୦ ରନରେ ବିଜୟଲାଭ କରିଛି ଟିମ୍ ଇଣ୍ଡିଆ ।  ୫୦ ଓଭରରେ ୫ଟି ୱିକେଟ୍‌ ହରାଇ ୩୫୧ ରନ୍‌ କରିବା ଫଳରେ ୱେଷ୍ଟଇଣ୍ଡିଜକୁ ୩୫୨ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା । ଭାରତ ପକ୍ଷରୁ ଶୁଭମନ ଗିଲ ବ୍ୟକ୍ତିଗତ ଭାବେ…

ଜୁଲାଇ 2023ରେ 1,65,105 କୋଟି ଟଙ୍କାର ଜିଏସଟି ଆଦାୟ

2023 ଜୁଲାଇ ମାସରେ 1,65,105 କୋଟି ଟଙ୍କାର ସକଳ ବସ୍ତୁ ଓ ସେବା କର (ଜିଏସଟି) ରାଜସ୍ୱ ଆଦାୟ କରାଯାଇଛି । ଏଥିମଧ୍ୟରେ ସିଜିଏସଟି ପରିମାଣ 29,773 କୋଟି ଟଙ୍କା, ଏସଜିଏସଟି ପରିମାଣ 37,623 କୋଟି ଟଙ୍କା, ଆଇଜିଏସଟି ପରିମାଣ 85,930 କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ 41,239 କୋଟି…

ରାଶିଫଳ

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଏବଂ ଆଦର୍ଶବାଦୀ…

ଚର୍ଚ୍ଚାରେ କନ୍ଧମାଳ ଜିଲ୍ଲା ଟିକାବାଲିର ସୁଚିସ୍ମିତା ପାଣିଗ୍ରାହୀ

କନ୍ଧମାଳ: ପ୍ରତିବନ୍ଧକକୁ ମୁକାବିଲା କରି ସୁଚିସ୍ମିତା ପାଣିଗ୍ରାହୀ ବନିଗଲେ ଓଏଏସ ଅଫିସର । ହୁଇଲ ଚେୟାରରେ ପରୀକ୍ଷା ଦେଲେ ଆଉ ତାଲିକାର ଟପ୍ ଟୁରେ ସ୍ଥାନ ପାଇ ଏବେ ଚର୍ଚ୍ଚାରେ କନ୍ଧମାଳ ଜିଲ୍ଲା ଟିକାବାଲିର ସୁଚିସ୍ମିତା ପାଣିଗ୍ରାହୀ । ନିଜ ପ୍ରଥମ ଚେଷ୍ଟାରେ ସଫଳତା ପାଇବା ସହ ଦୁଇ ନମ୍ବର…

ବଦଳିଲା ଯୁକ୍ତ ଦୁଇ ସିଲାବସ ଆଉ ପରୀକ୍ଷା ପ୍ରଣାଳୀ

ଭୁବନେଶ୍ୱର : ବଦଳିଲା ଯୁକ୍ତ ଦୁଇ ସିଲାବସ ଆଉ ପରୀକ୍ଷା ପ୍ରଣାଳୀ। ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି। ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲବସ ଅନୁଯାୟୀ ହେବ। CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ଆଜିଠୁ ଖୋଲିଲା ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ଆଜି ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା…

କଂଗ୍ରେସରେ ଚିରଞ୍ଜୀବଙ୍କ ପତିଆରା ସମାପ୍ତ

ଭୁବନେଶ୍ବର: କଂଗ୍ରେସରୁ ନିଲମ୍ବନର ପ୍ରାୟ ୧୫ଦିନ ପରେ  ଚିରଞ୍ଜୀବ ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ବାସଭବନକୁ ଯାଇ ସେଠାରେ ଦଳୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଶ୍ରୀ ଜେନା ଓ ଏଆଇସିସି ସାଧାରଣ ସମ୍ପାଦକ ଶରତ ରାଉତଙ୍କ ସହ ବିଚାରବିମର୍ଶ କରିଥିବା ଜଣାପଡ଼ିଛି । ଯାହାକୁ…

ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲା

ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରାଯାଇଥିଲା। ଆଉ ଜେରା କରିଥିଲେ ଅନୁଭବ ମହାନ୍ତିଙ୍କ…