ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା

ବହୁ ପ୍ରତିକ୍ଷା ପରେ ଆନ୍ତର୍ଜାତିକ ମ୍ୟାଚ୍‌ ଖେଳିବା ପାଇଁ ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା। ଖାଲି ଖେଳିବେନି, ଭାରତୀୟ ଦଳର ନେତୃତ୍ୱ ମଧ୍ୟ ନେବାକୁ ତାଙ୍କ ନାଁ ଆଗକୁ ଆସିଛି। ଅଗଷ୍ଟରେ ଆୟରଲାଣ୍ଡ ବିରୋଧରେ ଭାରତ ଖେଳିବାକୁ ଥିବା ଟି-୨୦ ସିରିଜ୍‌ରେ ସେ ପଡ଼ିଆକୁ ଓହ୍ଲାଇବେ। ଏହି ଭାରତୀୟ…

ଲଘୁଚାପ ପ୍ରଭାବ, ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଗତକାଲିଠୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି ।  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ସକାଳୁ  ପ୍ରବଳ ବର୍ଷା ହେଉଛି । ବିଶେଷକରି  ଉତ୍ତର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏପରି ବର୍ଷା ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ

ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଶେଷ ଦିନିକିଆ ।  ମ୍ୟାଚ ଜିତି ସିରିଜ କବଜା କରିବାକୁ ଉଦ୍ୟମ କରିବେ ଉଭୟ ଦଳ । ସନ୍ଧ୍ୟା ୭ଟାରୁ ଖେଳ ଆରମ୍ଭ ହେବ । ୩ଟିକିଆ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଥିବାବେଳେ ଦ୍ବିତୀୟ ଦିନିକିଆରେ ସହଜ ବିଜୟ ହାସଲ କରିଥିଲା ଓ୍ବେଷ୍ଟଇଣ୍ଡିଜ୍…

ପ୍ରଧାନମନ୍ତ୍ରୀଙ୍କୁ ମିଳିବ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର

ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପୁଣେ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ଦାଗଦୁଶେଠ ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିବେ । ପୂର୍ବାହ୍ନ ୧୧: ୪୫ ରେ  ପ୍ରଧାନମନ୍ତ୍ରୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ପ୍ରଦାନ କରାଯିବ…

ଜିଲ୍ଲା ଖଣିଜ ପ୍ରତିଷ୍ଠାନ ଅଧୀନରେ ଚଳିତ ବର୍ଷ ୩୦ ଜୁନ୍‌ ସୁଦ୍ଧା ଓଡ଼ିଶାକୁ ମିଳିଛି ୨୩,୧୨୦ କୋଟି ଟଙ୍କା

ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ପାଣ୍ଠି ଅଧୀନରେ ଚଳିତ ବର୍ଷ ଜୁନ୍‌ ୩୦ ତାରିଖ ସୁଦ୍ଧା ଓଡ଼ିଶାକୁ ୨୩,୧୨୦ କୋଟି ଟଙ୍କା ମିଳିଛି । ଏଥିମଧ୍ୟରୁ ୧୭,୭୫୫.୨୦ କୋଟି ଟଙ୍କା ପ୍ରମୁଖ ଖଣିଜ ଦ୍ରବ୍ୟରୁ ମିଳିଥିବା ବେଳେ କୋଇଲା ଓ ଲିଗନାଇଟରୁ ୫୨୩୭.୫୮ କୋଟି ଟଙ୍କା ମିଳିଛି । ସେହିପରି ଲଘୁ…

ସଂସଦରେ ସିନେମାଟୋଗ୍ରାଫ୍ ବିଲ୍‌, ୨୦୨୩ ପାରିତ

ସିନେମାଟୋଗ୍ରାଫ୍ (ସଂଶୋଧନ) ବିଲ୍‌, ୨୦୨୩ ଲୋକସଭାରୁ ମଞ୍ଜୁରୀ ପାଇବା ପରେ ସଂସଦରେ ପାରିତ ହୋଇଛି । ୨୦ ଜୁଲାଇ ୨୦୨୩ ରେ ରାଜ୍ୟସଭାରେ ଏହି ବିଲ୍ ଆଗତ କରାଯାଇଥିଲା ଏବଂ ୨୭ ଜୁଲାଇ, ୨୦୨୩ ରେ ଆଲୋଚନା ପରେ ପାରିତ ହୋଇଥିଲା । ୧୯୫୨ ମସିହାରେ ତିଆରି ହୋଇଥିବା ଏହି ଐତିହାସିକ ବିଲ୍‍ ୪୦ବର୍ଷ…

ରାଶିଫଳ

ମେଷ: କଠିନ ପରିସ୍ଥିତିରେ ପରିବାର‌ର ସାହାଯ୍ୟ ପାଇବେ। ଆପଣଙ୍କୁ ନୂଆ ଚାକିରିର ଅବସର ମିଳିବ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହରେ ଯୋଗ ଦେବେ। ବୃଷ: ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପରିଶ୍ରମର ଭଲ ଫଳ ହାସଲ କରିବେ। ଜିନିଷ କିଣିବା ପାଇଁ ବଜାରକୁ ଯାଇପାରନ୍ତି। ଅଫିସ…

ମାହିଙ୍କ ସହ ଭିଡିଓକୁ ପସନ୍ଦ କଲେନି ଲୋକେ

ନୂଆଦିଲ୍ଲୀ:ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନିଙ୍କ  ଟିକେ ଝଲକ୍‌ ପାଇଁ ପ୍ରଶଂସକମାନେ ପାଗଳ ହୋଇଯାଆନ୍ତି।   ଭିଡିଓରେ ଧୋନି ନିଜ ସିଟ୍‌ରେ ଶୋଇଥିବା ବେଳେ ବିମାନର ଜଣେ ଏୟାର ହଷ୍ଟେସ୍ ତାଙ୍କୁ ନଜଣାଇ ତାଙ୍କ ସହ ନିଜର ଭିଡିଓ ବନାଇଛନ୍ତି। ଏୟାର ହଷ୍ଟେସ୍ ଜଣକ ଏହି ଭିଡିଓକୁ…

ଆପଣଙ୍କ ରୁପି ସମସ୍ୟା ଅଛି କି?

ବର୍ଷା ଦିନ ଆସିଯାଇଛି । ଖରା ପରେ ପରେ ଅନେକଙ୍କଠାରେ ରୁପି ସମସ୍ୟା ଦେଖାଦେଇଥାଏ । କେତେକଙ୍କ କ୍ଷେତ୍ରରେ ବର୍ଷସାରା ରୁପି ସମସ୍ୟା ଲାଗି ରହିଥାଏ । ବିଶେଷକରି ଶୀତଦିନରେ ଏହା ଅତ୍ୟଧିକ ପରିମାଣରେ ହୋଇଥାଏ । ହେଲେ ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖିହେବ, ଜାଣି ରଖିବା…

ଜାଭ୍‌ଲିନ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ଶ୍ରେ‌ଷ୍ଠ ପୁରୁଷ ଫିଙ୍ଗାଳି ପୁରସ୍କାର

ଭୁବନେଶ୍ବର: ଶ୍ରୀଲଙ୍କା ଜାତୀୟ ଦୌଡ଼କୁଦ ପ୍ରତିଯୋଗିତା (କଲମ୍ବୋ ମିଟ୍‌) ରିଲେରେ ଭାରତୀୟ ଖେଳାଳି ଦବ୍‌ଦବା ଦେଖାଇ ୩ ସ୍ବର୍ଣ୍ଣ ଓ ୧ ରୌପ୍ୟ ସହ ୪ ପଦକ କରାୟତ୍ତ କରିଛନ୍ତି। ଅନ୍ୟପକ୍ଷରେ ଦୁଇ ଦିନ ତଳେ ଏଠାରେ ଜାଭ୍‌ଲିନ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ…