ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ, ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ବିଜେପି, ବିଜଡି  ନେତାଙ୍କ ବୟାନବାଜି ଜୋର ଧରିଛି । ବିଜେପି ଏହି ପ୍ରସଙ୍ଗରେ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ମଧ୍ୟ ବିଜେପି ଉପରେ ବର୍ଷିଛି । ବିଜେଡି କହିଛି ଏହି ରାକେଟ୍ ଉତ୍ତରପ୍ରଦେଶ ଓ ଗୁଜରାଟର ଷ୍ଟାଫ୍ ସିଲେକସନ୍ କମିଶନ…

‘‘ଡିଜିଟାଲ ଇଣ୍ଡିଆ ଫର୍‌ ନ୍ୟୁ ଇଣ୍ଡିଆ’’ ବିଷୟବସ୍ତୁ ଉପରେ ପତ୍ର ଲେଖି ପୁରସ୍କାର ଜିତିପାରିବେ ପ୍ରତିଯୋଗୀ

ଭାରତୀୟ ଡାକ ବିଭାଗ ପକ୍ଷରୁ ୨୦୨୩-୨୪ ବର୍ଷ ପାଇଁ ଜାତୀୟ ସ୍ତରୀୟ ଢାଇ ଆଖର ପତ୍ର ଲିଖନ ପ୍ରତିଯୋଗିତା ଆୟୋଜନ କରାଯିବ । ଅଗଷ୍ଟ ପହିଲାରୁ ଅକ୍ଟୋବର ୩୧, ୨୦୨୩ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ପ୍ରତିଯୋଗିତାର ବିଷୟବସ୍ତୁ ରଖାଯାଇଛି ‘‘ଡିଜିଟାଲ ଇଣ୍ଡିଆ ଫର୍‌ ନ୍ୟୁ ଇଣ୍ଡିଆ (ନୂତନ ଭାରତ…

ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ବର: ଲଘୁଚାପ  ପ୍ରଭାବରେ  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…

ଜେ କ୍ରିଷ୍ଣା କିଶୋର ହେଲେ ନୂଆ ମୁଖ୍ୟ ଆୟକର ଆୟୁକ୍ତ

୧୯୯୦ ବ୍ୟାଚ୍‌ର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଶ୍ରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି । ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି । ଭାରତ…

ନୂଆଦିଲ୍ଲୀରେ ଓଡ଼ିଆ ଉପନ୍ୟାସ “ଯାଜ୍ଞସେନୀ”ର ସଂସ୍କୃତ ଅନୁବାଦିତ ପୁସ୍ତକ ଉନ୍ମୋଚିତ

ନୂଆଦିଲ୍ଲୀ ଠାରେ ବିଶିଷ୍ଟ ସାହିତ୍ୟିକ ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟଙ୍କ ଲିଖିତ ଓଡ଼ିଆ ଉପନ୍ୟାସ “ଯାଜ୍ଞସେନୀ”ର ସଂସ୍କୃତ ଭାଷାର ଦ୍ୱିତୀୟ ସଂସ୍କରଣ ପୁସ୍ତକ ଉନ୍ମୋଚନ କରାଯାଇଛି । ଏହି ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  କହିଛନ୍ତି…

ଆଜିର ରାଶିଫଳ

ମେଷ: ଆଜି ନୀଚରାଶିରେ ଅଷ୍ଟମସ୍ଥ ଚନ୍ଦ୍ର ହେତୁ କୌଣସି କାମ ସକାଶେ ପରିବାରରୁ ପୂର୍ଣ୍ଣ ଅନୁମତି କିମ୍ବା ସମର୍ଥନ ପାଇବେ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିଭିନ୍ନ ମନ୍ତବ୍ୟ ଦେବେ। ସହକର୍ମୀଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବିଗତ ଦିନର…

ବନକଲାଗି ନୀତିକୁ ନେଇ ଆଜି ବସିବ ବୈଠକ

ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି  ବସିବ ନୀତି ସବ୍-କମିଟି ବୈଠକ  । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି…

ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜର ପରାଜୟ

ବାର୍ବାଡୋସ୍ : ପ୍ରଥମ ଦିନିକିଆରେ ଭାରତ ବିଜୟୀ ହୋଇଛି ।  ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟ ଇଣ୍ଡିଜ୍ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା…

ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା: ପ୍ରିଣ୍ଟିଂ ପ୍ରେସରୁ ଲିକ୍ ହୋଇଥିଲା ପ୍ରଶ୍ନପତ୍ର

ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା। ବିହାରରୁ ରାକେଟର ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଛି। ମାଷ୍ଟରମାଇଣ୍ଡ ସମେତ ୮ଜଣଙ୍କୁ ବାନ୍ଧିଛି ପୋଲିସ। ଓଡ଼ିଶାରୁ କୌଣସି ଅଧିକାରୀଙ୍କ ରାକେଟରେ ସଂପୃକ୍ତି ନାହିଁ । ଓଡ଼ିଶାରୁ ଗିରଫ ହୋଇଥିବା ଲୋକ ମଧ୍ୟସ୍ଥି କାମ କରୁଥିଲେ। ପ୍ରଥମେ ବିହାର ଓ…

ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି । ନିର୍ଦ୍ଧାରିତ ସମୟରେ ପହଞ୍ଚି ଏକ ଶାନ୍ତ ପରିବେଶରେ ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ…