ଆଜିର ରାଶିଫଳ

ମେଷ: ଆଜି ନୀଚରାଶିରେ ଅଷ୍ଟମସ୍ଥ ଚନ୍ଦ୍ର ହେତୁ କୌଣସି କାମ ସକାଶେ ପରିବାରରୁ ପୂର୍ଣ୍ଣ ଅନୁମତି କିମ୍ବା ସମର୍ଥନ ପାଇବେ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିଭିନ୍ନ ମନ୍ତବ୍ୟ ଦେବେ। ସହକର୍ମୀଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବିଗତ ଦିନର…

ବନକଲାଗି ନୀତିକୁ ନେଇ ଆଜି ବସିବ ବୈଠକ

ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି  ବସିବ ନୀତି ସବ୍-କମିଟି ବୈଠକ  । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି…

ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜର ପରାଜୟ

ବାର୍ବାଡୋସ୍ : ପ୍ରଥମ ଦିନିକିଆରେ ଭାରତ ବିଜୟୀ ହୋଇଛି ।  ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟ ଇଣ୍ଡିଜ୍ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା…

ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା: ପ୍ରିଣ୍ଟିଂ ପ୍ରେସରୁ ଲିକ୍ ହୋଇଥିଲା ପ୍ରଶ୍ନପତ୍ର

ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା। ବିହାରରୁ ରାକେଟର ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଛି। ମାଷ୍ଟରମାଇଣ୍ଡ ସମେତ ୮ଜଣଙ୍କୁ ବାନ୍ଧିଛି ପୋଲିସ। ଓଡ଼ିଶାରୁ କୌଣସି ଅଧିକାରୀଙ୍କ ରାକେଟରେ ସଂପୃକ୍ତି ନାହିଁ । ଓଡ଼ିଶାରୁ ଗିରଫ ହୋଇଥିବା ଲୋକ ମଧ୍ୟସ୍ଥି କାମ କରୁଥିଲେ। ପ୍ରଥମେ ବିହାର ଓ…

ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି । ନିର୍ଦ୍ଧାରିତ ସମୟରେ ପହଞ୍ଚି ଏକ ଶାନ୍ତ ପରିବେଶରେ ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ…

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍‌ ଲାଇଟ୍‌ ହାଉସ୍‌’’ ପାଇଁ ଶିଳାନ୍ୟାସ କଲେ…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି  ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍‌ ଲାଇଟ୍‌ ହାଉସ’’ ବା ଦୈବିକ ଆଲୋକ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ ସେମିନାର ଓ ସମ୍ମିଳନୀ ଆୟୋଜନ କରିବା…

ବହୁରାଷ୍ଟ୍ରୀୟ କମ୍ପାନୀ ମୁଖ୍ୟଙ୍କ ସହ ଆଲୋଚନା କଲେ ଆମେରିକା ଗସ୍ତରେ ଥିବା ପ୍ରତିନିଧି ଦଳ

ଆମେରିକା ଗସ୍ତରେ IT ମନ୍ତ୍ରୀ ତୁଷାରକାନ୍ତି ବେହେରା, ଉନ୍ନୟନ କମିଶନର ଅନୁ ଗର୍ଗ ଓ 5T ସଚିବ ଭିକେ ପାଣ୍ଡିଆନ ।  ଆଇଟି ମନ୍ତ୍ରୀ, 5T ସଚିବ, ଉନ୍ନୟନ କମିଶନର, ଆଇଟି ସଚିବ ଓ ବରିଷ୍ଠ ଅଧିକାରୀମାନେ ଇଲୋକ୍ଟ୍ରୋନିକ୍ସ ଶିଳ୍ପର ବହୁରାଷ୍ଟ୍ରୀୟ କମ୍ପାନୀ ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି ।…

ରାଜ୍ୟସଭାରେ ହାଟୀ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ମିଳିଲା

() ରାଜ୍ୟସଭା ଉପାଧ୍ୟକ୍ଷ ସୁଲତା ଦେଓଙ୍କ ଅଧ୍ୟକ୍ଷତାରେ  ହାଟୀ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ମିଳିଛି । ହିମାଚଳ ପ୍ରଦେଶର ସିର୍ମୋର ଜିଲ୍ଲାର ହାଟି ସମ୍ପ୍ରଦାୟର ପାଞ୍ଚ ଦଶନ୍ଧି ଧରି ଚାଲିଥିବା ଶାନ୍ତିପୂର୍ଣ୍ଣ ସଂଗ୍ରାମ ଶେଷରେ ଫଳ ଦେଇଛି। ବୁଧବାର ଦିନ ରାଜ୍ୟସଭା ମଧ୍ୟ ଏହି…

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି…

ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ

କଟକ: ଇଂରେଜମାନେ ନାହାଁନ୍ତି କିନ୍ତୁ ଇଂରାଜୀ ଭାଷା ଚାଲିଛି । ଖାଲି ଭାଷା ଚାଲିନାହିଁ, ନ୍ୟାୟାଳୟ ଠୁ ଆରମ୍ଭ କରି କାର୍ଯ୍ୟାଳୟ ସବୁଠି ଇଂରାଜିରେ ଲେଖାଚାଲିଛି । ତେବେ ଦୀର୍ଘ ବର୍ଷ ପରେ ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ । ଇଂରାଜିରେ ଆସୁଥିବା ରାୟ, ଓଡ଼ିଆ ଭାଷାରେ ଆସିଲା  । ୭୫…