ଆଜିର ରାଶିଫଳ

ମେଷ: ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖରେ ପୂର୍ଣ୍ଣ ରହିବ। ପିଲାମାନେ ଖେଳକୁଦରେ ବ୍ୟସ୍ତ ରହିବେ। ନିଦ ପୂରା ହେବା ଯୋଗୁଁ ବହୁତ ଭଲ ଅନୁଭବ କରିବେ। ବୃଷ: ଘରେ ଶୁଭକାର୍ଯ୍ୟର ଆୟୋଜନ ପାଇଁ ରୂପରେଖ ପ୍ରସ୍ତୁତ କରିବେ। ଲାଗି ରହିଥିବା ସମସ୍ୟା ଦୂର ହେବ। ଧନଲାଭର…

ମୁହଁ ଖୋଲିଲେ ଚିରଞ୍ଜୀବ: କଂଗ୍ରେସରେ ଅଛି, ରହିବି

ଭୁବନେଶ୍ୱର: ନିଲମ୍ବନ ଆଦେଶର ଦୁଇ ଦିନ ପରେ କଂଗ୍ରେସ କମିଟି ଉପରେ ଜୋରଦାର ବର୍ଷିଛନ୍ତି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ମେ 8ରେ ସେ ଯେଉଁ ମତ ରଖିଥିଲେ ତାହା କିଛି ଭୁଲ ନଥିଲା । ଚାହିଁଥିଲେ ସେ ଆଲୋଚନା କରିପାରିଥାନ୍ତେ । ସଚିନ ପାଇଲଟ ତ ପୁଣି ଦଳ ବିରୋଧରେ ଅନେକ କଥା…

ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍

ଚେନ୍ନାଇ: ତାମିଲନାଡୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଘରେ ଇଡି ରେଡ୍ । ମନି ଲଣ୍ଡରିଂ ମାମଲାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କେ ପୋନମୁଡିଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୋନମୁଡିଙ୍କ ପୁଅ ସାଂସଦ ଗୌତମ ସିଗାମନିଙ୍କ ଘରେ ବି ଚଢ଼ାଉ ଜାରି ଚାଲିଛି ।ଚେନ୍ନାଇ ଓ ଭିଲ୍ଲୁପୁରମର…

ଗିରଫ ହେଲେ ନକଲି ଡାକ୍ତର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୁଲିସ। ଗିରଫ ଯୁବକଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା…

ଗିରଫ ହୋଇଥିବା ପଠାଣି ସାମନ୍ତକୁ ପଚରାଉଚରା କରିବ ପଶ୍ଚିମବଙ୍ଗ ଏସଟିଏଫ୍

ଭୁବନେଶ୍ବର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ହୋଇଥିବା ପଠାଣି ସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍ ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେଇପାରେ। ଗୁଡୁ ମୁସଲିମ ଲିଙ୍କରେ ଅଧିକ ପଚରାଉଚରା ହୋଇପାରେ ବୋଲି ସୂଚନା ମିଳିଛି।ସିଲିଗୁଡ଼ି ଥାନାରେ ପଠାଣି…

ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ ଏହାସହ ଜଡିତ ଘୁର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…

ଅନିର୍ଦ୍ଦିଷ୍ଟ ଦିନ ଯାଏଁ ବନ୍ଦ ଭୁବନେଶ୍ବରର ମାର୍କେଟ ବିଲ୍ଡିଂ

ଭୁବନେଶ୍ବର: ଶୁଣିଲାନି ବିଏମସି । ଆଜିଠୁ ବନ୍ଦ ମାର୍କେଟ ବିଲ୍ଡିଂ । ଧାରଣାରେ ବସିବେ ୧୬୫ ବ୍ୟବସାୟୀ । ଭୁବନେଶ୍ୱରର ସବୁଠୁ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ…

ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ଭୋପାଳ: ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍‌ରେ ସକାଳେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍‌ଟି ରାନୀ କମଲାପତି ଷ୍ଟେସନ୍‌ରୁ ଦିଲ୍ଳୀର ନିଜାମୁଦ୍ଦିନ ଆଡ଼େ ଯାଉଥିବା ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ତେବେ ଘଟଣା ଜଣାପଡିବା ପରେ ସମସ୍ତ ଯାତ୍ରୀଙ୍କୁ ଟ୍ରେନରୁ ବାହାର…

ଜଷ୍ଟିସ୍ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’ ସମ୍ମାନ

କଟକ : ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର ଚଳିତବର୍ଷ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଜୁଲାଇ ୩୦ ତାରିଖ ରବିବାର ସନ୍ଧ୍ୟାରେ ଶତାବ୍ଦୀ ଭବନରେ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ…

ଶ୍ରାବଣ ଦ୍ବିତୀୟ ସୋମବାର: ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ

ଆରଡି: ଆଜି ଶ୍ରାବଣ ଦ୍ବିତୀୟ ସୋମବାରରେ କାଉଡିଆମାନେ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି । ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା,…