ଆଜିର ରାଶିଫଳ

ମେଷ ଶୁକ୍ର ସହ ମଙ୍ଗଳଜନିତ ଯେତେ ଭଲ କରିବା ଓ କହିବା ପାଇଁ ଚାହିଁଲେ ମଧ୍ୟ ପରିସ୍ଥିତି ତାହା କରାଇ ଦେଇ ନପାରେ। ଉଚ୍ଚସ୍ତରର ବନ୍ଧୁଙ୍କ ଦେଖାମିଳିବ, କିନ୍ତୁ ଦି’ପଦ କଥା ମଧ୍ୟ ହୋଇପାରିବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପୁରୁଣା…

ଚନ୍ଦ୍ରଯାନ-୩ ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ତେବେ ଉତକ୍ଷେପଣ ପରେ ଏହାର ଦୃଶ୍ୟକୁ ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି । https://twitter.com/sudhirchaudhary/status/1680120739163426817?s=20…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକ ଶେଷରେ ଅଧ୍ୟାଦେଶ…

ଏମ୍‌ସ ଭୁବନେଶ୍ୱରରେ ଆରମ୍ଭ ହେଲା ଇ-ଅଫିସ ବ୍ୟବସ୍ଥା

ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥାଭାଜନ ହୋଇପାରିଥିବା ଏମ୍‌ସ ଭୁବନେଶ୍ୱର  ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଏମ୍‌ସ ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହି ସୁବିଧା ଏମ୍‌ସରେ ପ୍ରାଶାସନିକ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ସହିତ…

ଆସୁଛି ଲଘୁଚାପ, ସତର୍କ ରହିବା ଜରୁରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଏହା ପ୍ରଭାବରେ ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଲାଗିରହିଛି । ପ୍ରବଳ ବର୍ଷା ହେଉଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗୋଟିଏ ଦିନ ପରେ ସୃଷ୍ଟି ହେବ ଆଉ ଗୋଟିଏ ଘୂର୍ଣ୍ଣିବଳୟ । ରାଜଧାନୀରେ…

ସମ୍ବଲପୁରର ହୁମା ମନ୍ଦିରରେ ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କଲେ 5ଟି ସଚିବ

ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…

ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ

ନବ ଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଦାଖଲ ହୋଇଥିବା ଚାର୍ଜସିଟକୁ ନେଇ ପ୍ରଶ୍ନ ଉଠିଛି ।  କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ୍ କୁ ନେଇ  ନବ ଦାସଙ୍କ ପତ୍ନୀ ମିନତୀ ଦାଶ ଅସନ୍ତୁଷ୍ଟ ପ୍ରକାଶ କରିଥିବା ଜଣାପଡିଛି । ଏଥିରୁ ସୂଚନା ମିଳୁଛି ଯେ  ତାଙ୍କର ସ୍ୱାମୀଙ୍କୁ ପ୍ରି-ପ୍ଲାନ୍ ମର୍ଡର…

କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ନିଲମ୍ବିତ

ଭୁବନେଶ୍ବର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍  ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯାଇଛି ।  ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିବା ଏଆଇସିସି ପକ୍ଷରୁ କୁହାଯାଇଛି ।  ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଉଭୟଙ୍କୁ ସସ୍‌ପେଣ୍ଡ…

ବରିଷ୍ଠ ଓଏସ ସ୍ତରରେ ଅଦଳବଦଳ

ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଛି । ବରିଷ୍ଠ ଓଏଏସ…