ରୋଜଗାର ମେଳା ଅଧୀନରେ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଆଜି ପୂର୍ବାହ୍ନ ୧୦: ୩୦ ମିନିଟ୍ରେ ନୂତନ ଭାବେ ନିଯୁକ୍ତ ବ୍ୟକ୍ତିବିଶେଷ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନିଯୁକ୍ତି ପାଇଥିବା ଲୋକ ମାନଙ୍କୁ…