ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବ

ଭୁବନେଶ୍ୱର: ହାଇ ସିକୁରିଟି  ନମ୍ବର ପ୍ଲେଟ ନଥିଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଜୁନ ୨୩ରୁ ଆଦାୟ ହେବ ମୋଟା ଅଙ୍କର ଫାଇନ୍ । HSRP ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାର କିମ୍ବା ୧୦ ହଜାର ଟଙ୍କାର ଜୋରିମାନା ଆଦାୟ କରାଯିବ । ଏନେଇ…

କାଳବୈଶାଖୀ ବର୍ଷାର ପ୍ରଭାବ

ଭୁବନେଶ୍ୱର: ଟ୍ବିନ ସିଟିରେ କାଳବୈଶାଖୀ ବର୍ଷା। ଭୁବନେଶ୍ବର, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ । ବିଭିନ୍ନ ସ୍ଥାନରେ ପବନ ସହ ଖଣ୍ଡିଆ ଭୂତ ଦେଖାଯାଇଛି । ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବର୍ଷା ପରେ…

ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ

ବାଲେଶ୍ୱର: ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ ହୋଇଛି । ଧାମରା ଅବଦୁଲ କାଲାମ ଦ୍ବୀପରୁ ରାତ୍ରୀକାଳୀନ ପରୀକ୍ଷା କରିଛି ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ମଧ୍ୟମ ଦୂରଗାମୀ ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍ ଭାବେ…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି ।  ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ…

ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି ବିପର୍ଯ୍ୟୟ

ମୁମ୍ବାଇ: ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି ବିପର୍ଯ୍ୟୟ । ଆଗାମୀ ତିନିଦିନ ଭିତରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଭିତରେ ସ୍ଥଳଭାଗ ଆଡକୁ ବଢୁଛି ପ୍ରି-ମନସୁନ ବାତ୍ୟା । ପୂର୍ବ-ମଧ୍ୟ ଆରବସାଗରରେ ସୃଷ୍ଟ ବାତ୍ୟା…

କୋର୍ଟ ପରିସରରେ ଗ୍ୟାଙ୍ଗଷ୍ଟାର ସଞ୍ଜିବ ଜୀଭାଙ୍କୁ ଗୁଳି କରି ହତ୍ୟା

 ଲକ୍ଷ୍ନୌ: କୋର୍ଟ ରୁମ ପରିସରରେ ଗ୍ୟାଙ୍ଗଷ୍ଟାର ସଞ୍ଜିବ ଜୀଭାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଜଣେ ଦୁର୍ବୁତ୍ତ ସଞ୍ଜିବଙ୍ଗ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ବୁତ୍ତ ଜଣକ ଓକିଲ ବେଶରେ ଆସି ଗୁଳି ମାଡ଼ କରିଥିବା ଜଣାପଡ଼ିଛି…

ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ

ଭୁବନେଶ୍ୱର:  ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ…

କାଳବୈଶାଖୀ ବର୍ଷାକୁ ଡରିଲେ ବି କାଳ ଛାଡିଲାନି, ଯାଜପୁର ରୋଡ୍ ରେଳ ଷ୍ଟେସନରେ ଇଂଜିନ ନଥିବା ବଗିରେ ଗଲା ପ୍ରାଣ

ଯାଜପୁର: ଯାଜପୁର ରୋଡ୍ ରେଳ ଷ୍ଟେସନରେ  ଟ୍ରେନରେ କଟି ୬ ଜଣଙ୍କ ମୃତ୍ୟୁ ହୋଇଛି । କାଳବୈଶାଖୀ ବର୍ଷାରୁ ରକ୍ଷା ପାଇବାକୁ ମାଲବାହୀ ଟ୍ରେନର ବଗିତଳକୁ ୮ଜଣ ଆଶ୍ରୟ ନେବାକୁ ଚାଲିଯାଇଥିଲେ । ଏହି ସମୟରେ ଟ୍ରେନଟି ଗଡ଼ିବାରୁ ଚକା ତଳେ ଚାପି ହୋଇ ୬ ଜଣ ରେଳ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ…

ରାୟଗଡାରେ 5T ସଚିବ ଭିକେ ପାଣ୍ଡିଆନ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର କଲେ ସମୀକ୍ଷା

ରାୟଗଡ଼ା: ରାୟଗଡାରେ 5T ସଚିବ ଭିକେ ପାଣ୍ଡିଆନ ବିଭିିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିସିଡି ଖେଳ ପଡ଼ିଆରେ ପହଞ୍ଚିବା ପରେ ଫାଇଭ-ଟି ସଚିବ ସେଠାରୁ ବିଜୁ ପଟ୍ଟନାୟକ ଅଡିଟୋରିୟମ ଯାଇ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ସହିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।…

ଧାନର ଏମଏସପି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର

ଧାନର ଏମଏସପି ବୃଦ୍ଧି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨ହଜାର ୪୦ଟଙ୍କାରୁ ୨ହଜାର ୧୮୩କୁ ବୃଦ୍ଧି । ଏମଏସପି ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏ-ଗ୍ରେଡ ଧାନର ମୂଲ୍ୟ କୁଇଣ୍ଟାଲ ପିଛା ୨୨୦୩ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ବିରିର ସର୍ବନିମ୍ନ ସହାୟକ ମୂଲ୍ୟ…