ବିଶ୍ୱ ଟେଷ୍ଟ ଚମ୍ପିଆନସିପ୍ ଫାଇନାଲ୍: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ହେବ ମ୍ୟାଚ୍
ଆସନ୍ତାକାଲି ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ ରେ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ । ମ୍ୟାଚ ପାଇଁ ଉଭୟ ଦଳର ଖେଳାଳି ଅଭ୍ୟାସ କରିଛନ୍ତି । ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦୃଢ଼ ମନୋବଳ ସହ ଆସନ୍ତାକାଲି ପଡିଆକୁ ଓହ୍ଲାଇବ ।…