ଭୁବନେଶ୍ବରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ

ଭୁବନେଶ୍ବର:  କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ଏମ୍ସ ଅଭିମୁଖେ ଯାଇ ସେଠାରେ ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି।ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ ପାଇଁ ଓଡ଼ିଶା ଆସିଛନ୍ତି କେନ୍ଦ୍ର…

ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଆଜି ପବିତ୍ର  ସ୍ନାନ ପୁର୍ଣ୍ଣିମା। ଭୋରୁ ଶ୍ରୀଜିଉମାନଙ୍କ ପହଣ୍ଡି ପରେ ସକାଳ ୭ଟା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ସରିଯାଇଛି। ଶ୍ରୀଜିଉମାନେ ସ୍ନାନ ବେଦୀରେ ଉପବିଷ୍ଟ ହୋଇ ସାରିଲେଣି। ଶ୍ରୀଜିଉମାଙ୍କୁ ଧାଡି ପହଣ୍ଡିରେ ଅଣାଯାଇଥିଲା।…

ଟ୍ରେନ୍‌ ଟ୍ରାଜେଡିର ତଦନ୍ତ ସରିଥିବା କହିଲେ ରେଳ ମନ୍ତ୍ରୀ: ଦୁର୍ଘଟଣା ପରେ ବାହାନଗା ଷ୍ଟେସନ ASM ଫେରାର

ବାଲେଶ୍ୱର:  ବାହାନଗା ଷ୍ଟେସନରେ ଦୁର୍ଘଟଣା ପରେ ASM ଫେରାର। ASM ଏସବି ମହାନ୍ତି ଫେରାର। ଗତକାଲି ଏସବି ମହାନ୍ତି ଷ୍ଟେସନ ଦାୟିତ୍ୱରେ ଥିଲେ। ଗତକାଲି ସଂଧ୍ୟାରେ ବାହାନଗା ଷ୍ଟେସନରେ କରମଣ୍ଡଳ ଏକ୍ସପ୍ରେସ ସମେତ ୩ଟି ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରଠାରୁ ସେ ଫେରାର…

ଶ୍ରୀଜିଉଙ୍କ ସ୍ନାନଯାତ୍ରା

ପୁରୀ :  ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ରତ୍ନ ସିଂହାସନରେ ଦର୍ଶନ ଦେଉଥିବା ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦିରୁ ଦର୍ଶନ ଦେଉଛନ୍ତି। ପୁରୀରେ ଏଥିପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି । ପୁରୀ ସହରେ ସ୍ନାନଯାତ୍ରାର ଭିଡ଼ ଦେଖିବାକୁ ମିଳିଛି। ହଜାର ହଜାର…

ମେଡିକାଲରେ ଆହତଙ୍କୁ ଭେଟିବା ପରେ ଦୋଷୀଙ୍କୁ ଛଡାଯିବ ନାହିଁ କହିଲେ ପ୍ରଧାନମନ୍ତ୍ରୀ

ବାଲେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ବୁଲି ଦେଖିଛନ୍ତି। ବାହାନଗାରୁ ସିଧା ବାଲେଶ୍ବର ମେଡିକାଲ ଆସିଲେ ପ୍ରଧାନମନ୍ତ୍ରୀ  । https://www.youtube.com/watch?v=QidIad5cdmg…

ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାଲେଶ୍ୱର: ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନା ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଘଟଣାସ୍ଥଳରେ ପହଂଚିଛନ୍ତି। ଯେଉଁଠାରେ ରେଳ ଡବା ସବୁ ପଡିଛି ତାହା ବୁଲି ଦେଖୁଛନ୍ତି । ଉଦ୍ଧାର କରୁଥିବା ଟିମ ସଦସ୍ୟଙ୍କ ସହ ଆଲୋଚନା କରୁଛନ୍ତି । ତାଙ୍କ ସହ…

ଆଜି ପାଇଁ ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ

ବାଲେଶ୍ୱର :  ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି। ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି। ୯ଟି ଟ୍ରେନର ଗତିପଥ ସମ୍ପୂର୍ଣ୍ଣ ବଦଳା ଯାଇଛି । ଆଉ ୬ଟି ଟ୍ରେନର ଆଂଶିକ ରୁଟ୍ ଡାଇଭର୍ଟ ହୋଇଛି ।ବାତିଲ ହୋଇଥିବା ଟ୍ରେନ୍ ଗୁଡ଼ି…

‘ଆପ୍‌’ ନେତା ମନୀଷ ସିସୋଦିଆ ଘରେ ପହଞ୍ଚିବା ପୂର୍ବରୁ ତାଙ୍କ ଅସୁସ୍ଥ ସ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ଗିରଫ ହୋଇ ଜେଲ୍‌ରେ ଥିବା ‘ଆପ୍‌’ ନେତା ମନୀଷ ସିସୋଦିଆ ଆଜି ଘରେ ପହଞ୍ଚିବା ପୂର୍ବରୁ ତାଙ୍କ ଅସୁସ୍ଥ ସ୍ତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବାରୁ ସେ ତାଙ୍କୁ ଭେଟି ପାରିନାହାନ୍ତି ବୋଲି ବିଶେଷ ସୂତ୍ରରୁ ଉଦ୍ଧାର କରି ‘ଏନ୍‌ଡିଟିଭି’ ରିପୋର୍ଟ କରିଛି।ଆଜି ପୂର୍ବାହ୍ନ…

ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍

ବାହାନଗା ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ସରକାର । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍ । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ…

ଟ୍ରେନ୍ ଦୁର୍ଘଟଣା ପାଇଁ ବଲିଉଡ କଳାକାରଙ୍କ ଶୋକ ପ୍ରକାଶ

ନୂଆଦିଲ୍ଲୀ:ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଛାୟା । ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଥିବା ବେଳେ ଏବେ ଏହି ଘଟଣାକୁ ନେଇ ବଲିଉଡର କଳାକାରମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।ବଲିଉଡ୍ କଳାକାର ସଲମାନ ଖାନ୍ ଏବଂ ଅକ୍ଷୟ କୁମାର୍ ଏହି ଘଟଣାକୁ…