ଝାରସୁଗୁଡ଼ାରେ ବୃହତ ବିଜୟ ପରେ ଦୀପାଳି ହେବେ କି ମନ୍ତ୍ରୀ ?

ଭୁବନେଶ୍ବର:  ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ାରେ ହୋଇଥିବା ଉପନିର୍ବଚନରେ ବିଜୟୀ ହୋଇ ତାଙ୍କ ଝିଅ ଦୀପାଳି ଦାସ ଏବେ ବିଧାୟିକା ଭାବେ ଶପଥ ନେଇଛନ୍ତି । ଦୀପାଳିଙ୍କୁ ମନ୍ତ୍ରୀ ପଦ ମିଳିପାରେ ଏନେଇ ରାଜନୀତି ସମୀକ୍ଷକମାନେ ଆଲୋଚନା କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ତାଙ୍କର…

ରୋଜଗାର ମେଳା କାର୍ଯ୍ୟକ୍ରମରେ ଆସନ୍ତାକାଲି ୭୧ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି   ରୋଜଗାର ମେଳା କାର୍ଯ୍ୟକ୍ରମରେ ନୂତନ ନିଯୁକ୍ତି ପାଇଥିବା ପ୍ରାୟ ୭୧ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଆୟୋଜିତ ହେବ । ଆସନ୍ତାକାଲି…

ଆଜିଠୁ ଦୁବାଇକୁ ବିମାନ ସେବା

ଭୁବନେଶ୍ବର : ଆଜିଠୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଆସିଥିଲା  । ଏହି ବିମାନ ଭୁବନେଶ୍ବରରେ ୫.୩୦ ରେ ପହଞ୍ଚିଥିଲା ।…

ମୁଖ୍ୟମନ୍ତ୍ରୀ ଚେୟାରକୁ ନେଇ କର୍ଣ୍ଣାଟକରେ ଖଣ୍ଡଯୁଦ୍ଧ

କର୍ଣ୍ଣାଟକରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଶିବକୁମାର ସିଦ୍ଧରମୈୟା ସମର୍ଥକଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ ଚାଲିଛି । ଡିକେ ଶିବକୁମାରଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ କିଛି ବିଧାୟକ ଚାହୁଁଥିବା ବେଳେ ଅନେକ ବିଧାୟକ ଚାହୁଁନାହାଁନ୍ତି ।  ୨୨୪ ଆସନରୁ କଂଗ୍ରେସକୁ ମିଳିଛି ୧୩୬ ଆସନ । …

ସେକ୍ ଫାରୁକ୍ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଖଲାସ ହେଲେ ଡି ବ୍ରଦର୍ସ

କଟକ:  ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଜିଲ୍ଲା ଦୌରା ଜଜ୍ ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି  । । ୨୦୧୪ ନଭେମ୍ବର ୧୧ ତାରିଖରେ ମାଲଗୋଦାମରେ ବହୁଚର୍ଚ୍ଚିତ ଡାଲି ବ୍ୟବସାୟୀ…

ଶପଥ ନେଲେ ବିଧାୟିକା ଦୀପାଳି ଦାସ

ଭୁବନେଶ୍ବର: ଝାରସୁଗୁଡ଼ା ବିଧାୟିକା ଭାବେ ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ ପୂରଣ ଦିଗରେ…

ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ ପାଇଁ ଓଡ଼ିଶାରେ ପହଞ୍ଚିଲେ ବିଦେଶୀ ପ୍ରତିନିଧି

ଜି୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକରେ ଅଂଶଗ୍ରହଣ କରିବା ଲାଗି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏଥିପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋ ଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ…

ମାଓବାଦୀଙ୍କ ଆଜି ବନ୍ଦପାଳନ

ରାୟଗଡ଼ା: ମାଓବାଦୀଙ୍କ ଆଜି ବନ୍ଦପାଳନ ।  ଆଜି ମୋ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଚନ୍ଦ୍ରପୁର ବ୍ଲକରେ ମାଓବାଦୀ ରାସ୍ତାରେ ଗଛ ପକାଇ ରାସ୍ତା ଅବରୋଧ କରିଛନ୍ତି।  ବ୍ୟାନର ଓ ପୋଷ୍ଟର ମାରି ସରକାରଙ୍କୁ ବିଭିନ୍ନ ଦାବି ପୂରଣ ନେଇ ଧମକ…

୩୩ ଚକ ନିର୍ମାଣ କାର୍ଯ୍ୟ ଶେଷ

ପୁରୀ : ରଥଖଳାରେ  ତିନି ରଥର ୪୨ଟି ଚକ ମଧ୍ୟରୁ ୩୩ଗୋଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଶନିବାର ଦିନ ତିନି ରଥର ୨୭ଟି ଚକ ନିର୍ମାଣ ଶେଷ ହୋଇଥିବା ବେଳେ ରବିବାର ଦିନ ୬ଟି ନିର୍ମାଣ ହୋଇଛି। ତାଳଧ୍ବଜ ରଥର ମୋଟ୍‌ ୧୪ଟି ଚକରୁ ରବିବାର ସୁଦ୍ଧା ୧୧ଟି ଶେଷ ହୋଇଛି। ୧୨ତମ ଚକର ତୁମ୍ବ…

ସତର୍କ ରୁହନ୍ତୁ, ଓଡ଼ିଶା ସିମ୍ ବ୍ୟବହାର କରୁଛନ୍ତି ପାକିସ୍ତାନୀ ଆତଙ୍କବାଦୀ

ଭୁବନେଶ୍ବର: ଧରାପଡିଲେ ପାକିସ୍ତାନୀ ଆତଙ୍କବାଦୀଙ୍କୁ  ଓଟିପି ବିକି ଦେଶଦ୍ରୋହ କାମ କରୁଥିବା ଓଡ଼ିଶାର 3 ଜଣ । ଏମାନଙ୍କୁ ନୟାଗଡ଼ ଓ ଯାଜପୁରରୁ ଗିରଫ କରିଛି ଏସଟିଏଫ୍ । ଟଙ୍କା  ନେଇ ଓଟିପି ବିକ୍ରି କରି ସେମାନଙ୍କୁ ଅପରାଧ କରିବାରେ ସାହାଯ୍ୟ କରୁଛନ୍ତି ଏହି ଲୋକମାନେ । ସିମ୍ ଓଡ଼ିଶାର…