Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ଆଜି କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ନଦୀରୁ ଉଦ୍ଧାର ପାଇଁ!-->!-->!-->!-->!-->!-->!-->…
ଭୂକମ୍ପରରେ ଥରିଲା ଜୟପୁର
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଆଜି ରାଜସ୍ଥାନର ଜୟପୁରରେ ସକାଳେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।
ଜାତୀୟ ଭୂତତ୍ତ୍ୱ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଜୟପୁରରେ ସକାଳ ୮ଟା୦୧ ମିନିଟରେ ଭୂକମ୍ପ!-->!-->!-->!-->!-->!-->!-->…
ମହାରାଷ୍ଟ୍ରରେ ବାର୍ଡ ଫ୍ଲୁ
ମେଟ୍ରୋ ଟିଭି ଓଡିଶା (୧୮.୨.୨୦୨୨) :
ଦିନକୁ ଦିନ ମହାରାଷ୍ଟ୍ରର ଥାନେ ଅଞ୍ଚଳରେ ସୃଷ୍ଟି ହୋଇଛି ବାର୍ଡ ଫ୍ଲୁ ଭୟ । ହଠାତ ପ୍ରାୟ ଶହେରୁ ଅଧିକ କୁକୁଡାଙ୍କ ମୃତ୍ୟୁ ହେବା ଫଳରେ ଜିଲା ପ୍ରଶାସନର ଚିନ୍ତା ବଢିଛି। ହଠାତ ଏତେ ସଂଖ୍ୟାରେ କୁକୁଡା ମୃତ୍ୟୁକୁ ନେଇ ଜିଲାରେ ପୁଣି ଥରେ ବାର୍ଡ!-->!-->!-->…