ଆଜି ବୁଦ୍ଧ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ବୁଦ୍ଧ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି.. ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ପରିପୂର୍ଣ୍ଣ ଜୀବନ ଏବଂ ସୁସ୍ଥ ସାମାଜ ଗଠନ ପାଇଁ ବୁଦ୍ଧଙ୍କ ପ୍ରଦର୍ଶିତ ସତ୍ୟ, ଶାନ୍ତି ଓ ଅହିଂସାର ମାର୍ଗ…