ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ

ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ରାତ୍ରି ରହଣୀ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସନ୍ଧ୍ୟା ୫ଟାରୁ ୫ଟା ୪୫ମିନିଟ୍ ମଧ୍ୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା

କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ଚିଠି

ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠାଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି

ପ୍ରଚାରରେ ଅନୁଭବ ଅଲୋଡ଼ା, ବର୍ଷାଙ୍କୁ ଗୁରୁତ୍ୱ

ମେଟ୍ରୋ ଟିଭି ଓଡିଶା (୧୫ .୨.୨୦୨୨): ବିଜେଡି ପାଇଁ ଏବେ ଅଭିନେତା ଅନୁଭବ ମହାନ୍ତି ଅଲୋଡ଼ା ହୋଇଯାଇଛନ୍ତି। ପଞ୍ଚାୟତ ନିର୍ବାଚନ ପ୍ରଚାରରେ ଅନୁଭବଙ୍କୁ ଆଦୌ ସାମିଲ କରାଯାଇନାହିଁ। ଅପରପକ୍ଷରେ ତାଙ୍କ ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଗୁରୁତ୍ୱ ଦେବା ଆରମ୍ଭ

ଉଡ଼ନ୍ତା ବିମାନରେ ସାପ,ଯାତ୍ରୀ ଆତଙ୍କିତ

ମେଟ୍ରୋ ଟିଭି ଓଡିଶା (୧୫ .୨.୨୦୨୨): ଉଡ଼ନ୍ତା ବିମାନରେ ସାପ। ବିମାନଟି ମଝି ଆକାଶରେ ଥିବା ବେଳେ ହଠାତ୍‌ ଫ୍ଲାଇଟ୍‌ ଭିତରୁ ସାପ ବାହାରିଥିଲା। ଫଳରେ ଯାତ୍ରୀମାନେ ଭୟରେ ଏଣେ ତେଣେ ଦୌଡ଼ିବାକୁ ଲାଗିଥିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି ଏୟାର ଏସିଆର ଏକ ବିମାନରେ। ରିପୋର୍ଟ ମୁତାବକ, ଏୟାର

ୟୁକ୍ରେନକୁ ଆମେରିକାର ଚେତାବନୀ

ମେଟ୍ରୋ ଟିଭି ଓଡିଶା (୧୫ .୨.୨୦୨୨): ଭୟଙ୍କର ହେଲାଣି ଯୁଦ୍ଧସ୍ଥିତି । ଅବିଳମ୍ବେ ୟୁକ୍ରେନ ଛାଡିବା ଲାଗି ନିଜ ଦେଶର ନାଗରିକଙ୍କୁ ଡେଡଲାଇନ ଦେଲା ବ୍ରିଟେନ । ସେପଟେ ୟୁକ୍ରେନ ଉପରେ ଅତର୍କିତ ଆକ୍ରମଣ କରିବ ଋଷ । ଏନେଇ ସତର୍କ କରାଇଛି ଆମେରିକା । ତେବେ ନାଟୋ ଅଞ୍ଚଳର ପ୍ରତିଟି ଇଞ୍ଚର

ଆଜି ବିଶ୍ୱ ପାଳୁଛି ପ୍ରେମ ଦିବସ 

ମେଟ୍ରୋ ଟିଭି ଓଡିଶା (୧୪.୨.୨୦୨୨): ଆଜି ପ୍ରେମୀ ଯୁଗଳଙ୍କ ପାଇଁ ବଡ଼ ଦିନ । ଭାଲେଣ୍ଟାଇନ୍‌ ଡେ ବା ପ୍ରେମ ଦିବସ । ଏକାଠି ହୋଇ ହୃଦୟ ଯୋଡିବେ ଓ ଭବିଷ୍ୟତ ପାଇଁ ସୁନେଲୀ ସ୍ୱପ୍ନ ଦେଖିବେ ପ୍ରେମପକ୍ଷୀ। । ଏହି ଦିନରେ ପ୍ରେମୀ ଯୁଗଳ ପରସ୍ପରକୁ ସଂକଳ୍ପ କରିଥାନ୍ତି ସେମାନଙ୍କ ପ୍ରେମ ଶାସ୍ୱତ ଓ

ମହାନଦୀ, କାଠଯୋଡ଼ିରେ ମିଶୁଛି ସହରର ନର୍ଦ୍ଦମା ପାଣି

ମେଟ୍ରୋ ଟିଭି ଓଡିଶା (୧୪.୨.୨୦୨୨): କଟକ ସହର ଲୋକ ଦୀର୍ଘଦିନ ପରେ ନଦୀ ପାଣି ପିଉଛନ୍ତି। ସିଡିଏ ସେକ୍ଟର୍‌-୧୩ରେ ଜଳ ବିଶୋଧନାଗାର ପ୍ରତିଷ୍ଠା କରାଯାଇ ସହରବାସୀଙ୍କୁ ନଦୀଜଳ ଯୋଗାଣ ପ୍ରକ୍ରିୟା ଆରମ୍ଭ ହୋଇଛି। ମହାନଦୀ ଓ କାଠଯୋଡ଼ି ନଦୀ କିନ୍ତୁ ପ୍ରଦୂଷଣରେ ବୁଡ଼ିଛି। ଦୁଇ ନଦୀକୁ

ପଞ୍ଚାୟତ ନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିବା ମହଙ୍ଗା ପଡିଲା

ମେଟ୍ରୋ ଟିଭି ଓଡିଶା (୧୪.୨.୨୦୨୨): ପଞ୍ଚାୟତ ନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିବା ବିଞ୍ଝାରପୁର ବିଧାୟିକା ତଥା ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପାଇଁ ମହଙ୍ଗା ପଡ଼ିଛି। ପ୍ରମିଳାଙ୍କ ନିର୍ବାଚନ ପ୍ରଚାର ଉପରେ ରାଜ୍ୟ ନିର୍ବାଚନ କମିସନର ରୋକ୍ ଲଗାଇଛନ୍ତି।

ରୋହିତ ଶର୍ମା ଙ୍କ ନୂଆ ଓପନିଂ ପାଟନର ଈଶାନ

ମେଟ୍ରୋ ଟିଭି ଓଡିଶା (୧୪.୨.୨୦୨୨): ଏବେ ସମଗ୍ର ବିଶ୍ୱରେ କ୍ରିକେଟ ଫ୍ୟାନ୍ସ ଆଇପିଏଲକୁ ଚାହିଁ ରହିଛନ୍ତି। ଆଇପିଏଲ ନିଲାମୀ ସରିଯାଇଛି। ଆଇପିଏଲ ନିଲାମୀ ପରେ ଏବେ କ୍ରିକେଟ ଫ୍ୟାନ୍ସଙ୍କ ନଜର ଇଣ୍ଡିଆ-େଓ୍ଵଷ୍ଟଇଣ୍ଡିଜ ଟି-୨୦ ସିରିଜ ଉପରେ। ସିରିଜର ପ୍ରଥମ ମ୍ୟାଚ କଲିକତାର ଇଡେନ ଗାର୍ଡେନରେ

ଆଜି ସନ୍ଧ୍ୟାରେ ସରିବ ପ୍ରଚାର

ମେଟ୍ରୋ ଟିଭି ଓଡିଶା (୧୪.୨.୨୦୨୨): ଆଜି ସନ୍ଧ୍ୟାରେ ସରିବ ପ୍ରଚାର। ବୁଧବାର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୧୬ ତାରିଖରେ ଭୋଟ ଗ୍ରହଣ କରାଯିବାକୁ ଥିବାବେଳେ ଆଜି ସନ୍ଧ୍ୟା ଠାରୁ ପ୍ରଚାର ବନ୍ଦ ରହିବ। ଜିଲ୍ଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ପ୍ରାର୍ଥୀମାନେ