ଡିଜେ ଆଜେକ୍ସଙ୍କ ମା’ଙ୍କ ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି

 ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି । ଅକ୍ଷୟଙ୍କ ଭଲପାଇବା କାହାଣୀରେ ଅନଲାଇନ କମ୍ୟୁନିକେସନ ସମ୍ପୃକ୍ତ ଥିବାରୁ ଟେକ୍ନିକାଲ ଟିମର ସହଯୋଗ ନିଆଯାଇଛି । ଘଟଣାରେ ସମ୍ପୃକ୍ତ ଥିବା ପ୍ରତ୍ୟେକ ଲୋକଙ୍କୁ ତଦନ୍ତ କରାଯାଉଛି ଏବଂ ଘଟଣା ନେଇ ଅଧିକ ତଦନ୍ତ…

‘ମୋଦୀ’ ସାଙ୍ଗିଆ ମାମଲାରେ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ପରେ ବେଲ ଦେଲେ ସୁରତ ଅଦାଲତ

ମୋଦିଙ୍କୁ କଟାକ୍ଷ କରିବା ରାହୁଲଙ୍କୁ ମହଙ୍ଗା ପଡିଛି । ସୁରତ କୋର୍ଟ ତାଙ୍କୁ ଦୋଷୀ କରିବା ସହ ଜେଲ ଦଣ୍ଡାଦେଶ ଦେଇଛନ୍ତି । ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର…

ରାଜ୍ୟ ବିଜେପି ସଭାପତି ଭାବେ ମନମୋହନ ସାମଲ ନିଯୁକ୍ତ

ଭୁବନେଶ୍ବର: ଧାମନଗର ଉପ ନିର୍ବାଚନରେ ବିଜେପିକୁ ସଫଳତା ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିବା ପରେ  ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କୁ ଦଳର ରାଜ୍ୟ ସଭାପତି ଦାୟିତ୍ବ ମିଳିଛି। ରାଜ୍ୟ ସଭାପତି ଥିବା ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ…

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ

ଭୁବନେଶ୍ବର: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ। ଆଜି ସକାଳେ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ନବନିର୍ମାଣ କୃଷକ ସଂଗଠନର ସଦସ୍ୟମାନେ ଚାଷ ବଞ୍ଚାଅ, ଚାଷୀ ବଞ୍ଚାଅ, ଦେଶ ବଞ୍ଚାଅ ନାରା ଦେଇ ବିକ୍ଷୋଭ…

ଖୁବଶୀଘ୍ର ନୂଆ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ ଆସିବ

କଟକ : ଖୁବଶୀଘ୍ର ନୂଆ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ ଆସିବ।  ବିଧାନସଭାରେ ଆପର୍ଟମେଣ୍ଟ ମାଲିକାନା ସଂପର୍କିତ ନୂଆ ଓଡ଼ିଶା ଆପାର୍ଟମେଣ୍ଟ (ଓନର୍‌ସିପ୍‌ ଆଣ୍ଡ ମ୍ୟାନେଜମେଣ୍ଟ) ବିଲ୍‌, ୨୦୨୩କୁ ଉପସ୍ଥାପନ ପାଇଁ ନୋଟିସ୍ କରାଯାଇଛି। ଚଳିତ ବିଧାନସଭା…

ଭାରତକୁ ୨୧ ରନରେ ହରାଇଲା ଅଷ୍ଟ୍ରେଲିଆ: ଭାରତ ୨୪୮ ରନ କରି ଅଲଆଉଟ

୩ୟ ଦିନିକିଆରେ ଭାରତକୁ ୨୧ ରନରେ ହରାଇଛି ଅଷ୍ଟ୍ରେଲିଆ । ଅଷ୍ଟ୍ରେଲିଆ ଦ୍ବାରା ରଖାଯାଇଥିବା ୨୭୦ ରନ ଜବାବରେ ଭାରତ ୪୯.୧ ତମ ଓଭରରେ ୨୪୮ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ୫୪ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୦ ରନ ଓ ଶୁଭମନ ଗିଲ ୩୭ ରନ…

ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା

ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା କରିଛନ୍ତି  ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ସେ କହିଛନ୍ତି  ଆଇନଶୃଙ୍ଖଳା ଠିକ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ କ’ଣ ରାଜ୍ୟ ସରକାରଙ୍କ ଶେତ୍ୱପତ୍ରରେ ଥିବ‌ା ତଥ୍ୟରେ ଭୁଲ ରହିଛି କି? ଶେତ୍ୱପତ୍ରରେ ଯାହା ତଥ୍ୟ ରାଜ୍ୟ ସରକାର ଦେଇଛନ୍ତି…

ଜଗା ଦର୍ଶନ କଲେ ମମତା ବାନାର୍ଜୀ

ପୁରୀ ଜିଲ୍ଲା ପ୍ରଶାସନ ପଶ୍ଚିମବଙ୍ଗର ପର୍ଯ୍ୟଟକଙ୍କ ଉଦେଶ୍ୟରେ ‘ପଶ୍ଚିମବଙ୍ଗ ଭବନ’ ନିର୍ମାଣ ପାଇଁ ଜାଗା ଦେଇଛି।  ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଜିଲ୍ଲାପାଳ ସମର୍ଥ ବର୍ମା, ମୁଖ୍ୟମନ୍ତ୍ରୀ ମମତାଙ୍କୁ ଏହି ଜାଗା ଦେଖାଇଛନ୍ତି। ପଶ୍ଚିମବଙ୍ଗରୁ ଶ୍ରୀକ୍ଷେତ୍ର ଆସୁଥିବା ଦର୍ଶନାର୍ଥୀଙ୍କ…

6G ଆସିବ: ପ୍ରଧାନମନ୍ତ୍ରୀ ମୋଦୀ

୫ଜି ସେବା ଯଦିଓ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହୋଇଥିଲା ହେଲେ ଏବେଠାରୁ ୬ଜି ସେବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ବୋଲି ମୋଦୀ କହିଛନ୍ତି ।ବୁଧବାର ୬ଜି ଭିଜନ୍ ଡକ୍ୟୁମେଣ୍ଟ ଉପସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହାସହ ୬ଜି ରିସର୍ଚ୍ଚ ଓ ଡେଭଲପମେଣ୍ଟ ଟେଷ୍ଟ ବେଡ୍ ଲଞ୍ଚ କରିଛନ୍ତି ।…

ଡିଜେ ଆଜେକ୍ସଙ୍କ ଜୀବନରେ ଥିଲେ ଆଉ ଜଣେ ବାନ୍ଧବୀ!

ଭୁବନେଶ୍ୱର : ଆତ୍ମହତ୍ୟାର ତିନି ଦିନ ପୂର୍ବରୁ ଆଜେକ୍ସଙ୍କ ସହ ବ୍ରେକଅପ ବା ଦୁରେଇ ଯିବାକୁ କହିଥିଲେ ବାନ୍ଧବୀ । ଯାହାକୁ ନେଇ ମାନସିକ ଚାପରେ ଥାଇ ଆଜେକ୍ସ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରୁଛି ପୋଲିସ । ଆତ୍ମହତ୍ୟା ପୂର୍ବରୁ ପରସ୍ପର ପରସ୍ପରକୁ ସନ୍ଦେହ କରୁଥିଲେ ।…