ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ

ଭୁବ‌ନେଶ୍ବର: ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ର୍ଖିଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାର ସିଡିଏମଓ଼ ଏବଂ କ୍ୟାପିଟାଲ ହସ୍ପିଟାଲ…

ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନରେ ଉପକୂଳରେ ନିଆର ଅନୁଭବ

ରାଜନଗର : ବିରଳ ଅଲିଭରିଡଲେ କଇଁଛ ଏବେ ଉପକୂଳ ମୁହାଁ ।  କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି। କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ…

ପ୍ରାୟ ୯ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଛନ୍ତି ବିଆରଏସ ନେତ୍ରୀ କେ.କବିତା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଫସିଥିବା ତେଲେଙ୍ଗାନାର ବିଆରଏସ ନେତ୍ରୀ କେ.କବିତା ଇଡି ଜେରାର ସମ୍ମୁଖୀନ ହୋଇଛନ୍ତି । ପ୍ରାୟ ୯ ଘଣ୍ଟାର ଜେରା ପରେ ସେ ଇଡି ଅଫିସରୁ ବାହାରିଛନ୍ତି । ଅନେକ ଗୁଡ଼ିଏ ପ୍ରଶ୍ନର କବିତା ଉତ୍ତର ଦେଇଥିବା ସ୍ପଷ୍ଟ ହୋଇଥିବା ଜଣାପଡ଼ିଛି । ଦରକାର…

ଇଡି ରେଡରେ ଭୟଭୀତ ଲାଲୁ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶନିବାର କହିଛି ଯେ, ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ସମ୍ପର୍କୀୟଙ୍କ ବିଭିନ୍ନ ସ୍ଥାନରୁ ରେଡ୍ ସମୟରେ ୬୦୦ କୋଟି ଟଙ୍କାର ଅପରାଧରୁ ଅର୍ଜିତ କରାଯାଇଥିବା ସମ୍ପତ୍ତି ସମ୍ପର୍କରେ ସୂଚାନା ମିଳିଛି । କୋଟି କୋଟି ଟଙ୍କାର ବେନାମୀ ନଗଦ ଜବତ କରାଯାଇଛି ।…

ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ

ଭୁବନେଶ୍ୱର: ତାତି କମାଇଛି ପଶ୍ଚିମା ଝଡ଼ । ରାଜ୍ୟରେ ସ୍ବାଭାବିକଠୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି ତାପମାତ୍ରା । ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର,…

ସୁନ୍ଦରଗଡ଼ରେ ବିକାଶର ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ   ଉନ୍ନୟନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ସୁନ୍ଦରଗଡ଼ ଗସ୍ତର ଦ୍ଵିତୀୟ ଦିନରେ ଘୋଘରଠାରେ ଥିବା ଘୋଘରେଶ୍ଵର ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ପୂଜକ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା…

ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ

ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଏହାସହ ତାଙ୍କ ସ୍ୱାମୀ ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତରେ ସ୍ୱାମୀ ସ୍ତ୍ରୀ ଦୁହେଁ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଦମ୍ପତିଙ୍କ…

ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ଜୟ ନାରାୟଣ ମିଶ୍ର

ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । କହିଛନ୍ତି, ସରକାରୀ କର୍ମଚାରୀଙ୍କ ସ୍ତରରେ ଯେଉଁ ଦୁର୍ନୀତି ଥିଲା, ତାକୁ ତଳ ସ୍ତରକୁ ନେଇ ଏସଏଚଜି ଗ୍ରୁପ୍ ଦ୍ୱାରା ଦୁର୍ନୀତି କରୁଛନ୍ତି । ଷ୍ଟାଣ୍ଡିଂ କମିଟି ରିପୋର୍ଟରେ…

ଅଭିନେତା ନରେଶ ବାବୁ ଚତୁର୍ଥ ଥର ପାଇଁ ବିବାହ କରିଛନ୍ତି

ସାଉଥ୍ ଷ୍ଟାର ମହେଶ ବାବୁଙ୍କ ଭାଇ ତଥା ଅଭିନେତା ନରେଶ ବାବୁ ଚତୁର୍ଥ ଥର ପାଇଁ ବିବାହ କରିଛନ୍ତି । ୬୦ ବର୍ଷ ବୟସରେ ସେ ୪୪ ବର୍ଷୀୟା ଅଭିନେତ୍ରୀ ପବିତ୍ରା ଲୋକେଶଙ୍କୁ ନିଜ ଜୀବନ ସାଥୀ ଭାବେ ଗ୍ରହଣ କରିଛନ୍ତି । ନିଜର କିଛି ଖାସ୍ ବନ୍ଧୁଙ୍କ ଗହଣରେ ଅତି ନିରାଡମ୍ବର ଭାବେ ଏହି ବିବାହ…

ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଓଡିଶା ଆସିବେ ବିଜେପି ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଶାହା । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।ଲେଖାଶ୍ରୀଙ୍କ ସୂଚନା ମୁତାବକ, ମାର୍ଚ୍ଚ…