ଅଡୁଆରେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାର

ଅଡୁଆରେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାର। ଚାକିରି ବଦଳରେ ଜମି ଦୁର୍ନୀତି ମାମଲରେ ଇଡି ଜାଲରେ ଫସିଛନ୍ତି ପୂରା ଯାଦବ ପରିବାର। ଏହି ମାମଲାରେ ଜଣ ଜଣ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରା କରୁଛି। ପୁଅ ଝିଅ ସମେତ ଗର୍ଭବତୀ ବୋହୂକୁ ମଧ୍ୟ ଇଡି ଘନ ଘନ ପଚରାଉଚରା କରିଛି।…

ଆପ୍‌ର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଜେଲ୍‌ରେ ମିଳୁଛି ଭିଭିଆଇପି ଟ୍ରିଟ୍‌ମେଣ୍ଟ

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍‌ର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଜେଲ୍‌ରେ ମିଳୁଛି ଭିଭିଆଇପି ଟ୍ରିଟ୍‌ମେଣ୍ଟ। ଏଭଳି କିଛି ଦାବି କରି ଦିଲ୍ଲୀ ଉପରାଜ୍ୟପାଳଙ୍କ ନିକଟକୁ ଚିଠି ଲେଖିଛି ମହାଠକ ସୁକେଶ ଚନ୍ଦ୍ରଶେଖର। ଏଥିସହ ଏହାର ତଦନ୍ତ କରିବାକୁ ସେ ଦାବି କରିଛି। ୨୦୦…

ପୁରୀ ଗସ୍ତରେ ଫାଇଭ-ଟି ସଚିବ

ପୁରୀ: ପୁରୀ ଗସ୍ତରେ ଫାଇଭ-ଟି ସଚିବ । ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାଖାପାଖି ୪୦ ମିନିଟ ପର୍ଯ୍ୟନ୍ତ ସେ ଶ୍ରୀମନ୍ଦିର ଭିତରେ ରହିଥିଲେ । ଏହି ସମୟରେ ସେ…

ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇ ପ୍ରଥମଥର ଭାରତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି

ମାରାତ୍ମକ ଏଚ୩ଏନ୨ ଭାଇରସ ଯୋଗୁ ସୃଷ୍ଟି ହୋଇଥିବା ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇ ପ୍ରଥମଥର ଭାରତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ହରିଆଣାରେ ଜଣେ ଓ କର୍ଣ୍ଣାଟକାରେ ଜଣଙ୍କର ମୃତ୍ୟୁ ଏଚ୩ଏନ୨ ଭାଇରସ ଯୋଗୁ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।ସୂଚନା ଅନୁସାରେ, ଦେଶରେ…

କ୍ରମାଗତ ଦ୍ୱିତୀୟ ଥର ପାଇଁ ବିରୋଧୀ ଶୂନ୍ୟ ହୋଇଛି ନାଗାଲାଣ୍ଡ ବିଧାନସଭା

କ୍ରମାଗତ ଦ୍ୱିତୀୟ ଥର ପାଇଁ ବିରୋଧୀ ଶୂନ୍ୟ ହୋଇଛି ନାଗାଲାଣ୍ଡ ବିଧାନସଭା। ନିର୍ବାଚନରେ ଜିତିଥିବା ସବୁ ଦଳର ବିଧାୟକ ମୁଖ୍ୟମନ୍ତ୍ରୀ ନେଇଫିଉ ରିଓଙ୍କୁ ସମର୍ଥନ ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ବିଧାୟକ ବିଧିବଦ୍ଧ ଭାବେ ସରକାରରେ ସାମିଲ ହେବେ ନା ବାହରୁ ସମର୍ଥନ ଯୋଗାଇବେ, ସେକଥା ସ୍ପଷ୍ଟ…

ଇଡିର ୧୫ଟି ସ୍ଥାନରେ ଚଢାଉ

ପାଟନା: ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରର ଅସୁବିଧା ଅବ୍ୟାହତିର ନାମ ନେଉନାହିଁ। ‘ଲ୍ୟାଣ୍ଡ ଫର ଜବ’ ଦୁର୍ନୀତି ସହ ଜଡିତ ମନି ଲାଣ୍ଡରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ୧୫ ଟି ସ୍ଥାନରେ ଚଢ଼ାଉ କରୁଛି। ଏହା ଦିଲ୍ଲୀ ଏବଂ ବିହାରରେ ଚାଲିଛି । ଆରଜେଡି ନେତା ଆବୁ…

ଆଜିଠୁ ମାଟ୍ରିକ୍ ପରୀକ୍ଷା

ଦଶମ ଶ୍ରେଣୀ ହାଇସ୍କୁଲ ପରୀକ୍ଷା, ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ-୨) ପରୀକ୍ଷା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ସକାଳ…

ଓଡ଼ିଶାକୁ ମିଳିବ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ପ୍ରଧାନମନ୍ତ୍ରୀ  ଆଜି ଓଡ଼ିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପ‌ର୍ଯ୍ୟୟ ପରିଚାଳନା ପୁରସ୍କାର  ପ୍ରଦାନ କରିବେ। ଦିଲ୍ଲୀ  ବିଜ୍ଞାନ ଭବନରେ ଏହି ପୁରସ୍କାର ପ୍ରଦାନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଗତ ଜାନୁଆରି ୨୩ରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ…

ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା

ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା ।  ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ…

ହକି ପ୍ରୋ-ଲିଗ୍‌ ଆଜିଠାରୁ

ଆଜିଠାରୁ ରାଉରକେଲାର  ସର୍ବବୃହତ ହକି ଷ୍ଟାଡିୟମରେ ଆରମ୍ଭ ହେବ ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌। ଭାରତ , ଜର୍ମାନୀ ଓ ବିଶ୍ବ ମାନ୍ୟତାର ଚତୁର୍ଥ ସ୍ଥାନରେ ଥିବା ଅଷ୍ଟ୍ରେଲିଆ ମଧ୍ୟରେ ୬ଟି ମ୍ୟାଚ୍‌ ଖେଳାଯିବ। ପ୍ରତ୍ୟେକ ଦଳ ପରସ୍ପର ବିରୋଧରେ ଦୁଇଟି ଲେଖାଏ ମ୍ୟାଚ୍‌ ଖେଳିବେ। ପ୍ରଥମ…