କ୍ରାଇମବ୍ରାଞ୍ଚକୁ ନେଇ ପ୍ରଶ୍ନ ଉଠାଇଲେ ବିଜୟ ମହାପାତ୍ର

୪୦ ଦିନରେ ନବ ଦାସ ହତ୍ୟାକାଣ୍ଡ । ଏହା ପରେ ବି କ୍ରାଇମବ୍ରାଞ୍ଚ ପାଖରେ କୌଣସି ସୁରାକ ନାହିଁ । ଏତେ ବଡ଼ ହତ୍ୟାକାଣ୍ଡ ପ୍ରମାଣ ହେଲା ଏହାକୁ ଗୁରୁତର ସହ ନେବାକୁ ଚାହାଁନ୍ତି ନାହିଁ ସରକାର ଓ କ୍ରାଇମବ୍ରାଞ୍ଚ । ହତ୍ୟା ଓ କେସକୁ ଚପେଇବା ପାଇଁ ଷଡଯନ୍ତ୍ର କରାଯାଇଛି । ତଦନ୍ତର ପରିସୀମା ଗୋପାଳ…

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ ୪ଦିନିଆ ଭାରତ ଗସ୍ତରେ

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ ୪ଦିନିଆ ଭାରତ ଗସ୍ତରେ ଆସିଛନ୍ତି । ଭାରତ ସହ ବାର୍ଷିକ ଶିଖର ସମ୍ମିଳନୀରେ ସେ ପ୍ରଥମ ଥର ସାମିଲ ହେବେ । ବୁଧବାର ଠାରୁ ସେ ଅହମ୍ମଦାବାଦରେ ପହଞ୍ଚିସାରିଥିବା ବେଳେ ପରେ ସେ ମୁମ୍ବାଇ ଏବଂ ଦିଲ୍ଲୀରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ…

କାଲି ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

କାଲିଠୁ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ୩ ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ୨୪୭ ଶିକ୍ଷାର୍ଥୀ ଦେବେ ପରୀକ୍ଷା । ପ୍ରଥମ ଦିନରେ ଘଣ୍ଟାଏ ଆଗରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ମୋଟ ୩୧୬ ନୋଡ଼ାଲ ସେଣ୍ଟରରେ ପହଞ୍ଚି ସାରିଛି ପ୍ରଶ୍ନପତ୍ର । ଏନେଇ ବୋର୍ଡ…

ପୁରୀ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସ ନିଆଁ ଲିଭୁନି

ପୁରୀ: ଲକ୍ଷ୍ମୀବଜାରରେ ଥିବା ସମ୍ରାଟ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ଆଉ କିଛି ସମୟ ଲାଗିବ ବୋଲି ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ନିଆଁକୁ ଆୟତ୍ତ କରାଯିବ। ୧୬୦ ଜଣ ଅଗ୍ନିଶମ କର୍ମଚାରୀ ନିଆଁଲିଭା କାମରେ…

ସତୀଶ କୌଶିକଙ୍କ ପରଲୋକ

ବଲିଉଡ ଅଭିନେତା ସତୀଶ କୌଶିକଙ୍କର  ସକାଳେ ପରଲୋକ ଘଟିଛି।  ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ…

ଅହମ୍ମଦାବାଦ ଟେଷ୍ଟ

ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ (ଡବ୍ଲ୍ୟୁଟିସି)ର ଫାଇନାଲରେ ପ୍ରବେଶ କରିବାକୁ ହେଲେ ମାର୍ଚ୍ଚ ୯ରୁ ଅହମ୍ମଦାବାଦରେ ଖେଳାଯିବାକୁ ଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ଜିତିବାକୁ ପଡ଼ିବ। ଇନ୍ଦୋରରେ ବିଜୟ ସହ ଅଷ୍ଟ୍ରେଲିଆ ଡବ୍ଲ୍ୟୁଟିସି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି । ବର୍ଡର-ଗାଭାସ୍କର ଟ୍ରଫିର…

ପୂର୍ବତଟ ରେଳପଥ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ

ଆଜି ରେଳ ଅଡିଟୋରିୟମ ଠାରେ ପୂର୍ବତଟ ରେଳପଥ ଏବଂ ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ର ମିଳିତ ସହଯୋଗରେ ଆନ୍ତର୍ଜାତୀୟ ମହିଳା ଦିବସ 2023 ପାଳନ କରାଯାଇଥିଲା | ଏହି ଅବସରରେ ଯୋଗଦାନ କରି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ରେଳବାଇ ମହିଳାମାନଙ୍କୁ…

ପିଏମ୍‍ ଭାରତୀୟ ଜନ ଔଷଧି ପରିଯୋଜନା କୋଟି କୋଟି ଭାରତୀୟଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିଛି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପିଏମ୍‍ ଭାରତୀୟ ଜନ ଔଷଧି ପରିଯୋଜନା (ପିଏମବିଜେପି) ର ସଫଳତା ଅତ୍ୟନ୍ତ ସନ୍ତୋଷଜନକ ଅଟେ । ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଯୋଜନା କେବଳ ଦେଶର କୋଟି କୋଟି ଲୋକଙ୍କ ଚିକିତ୍ସା ଖର୍ଚ୍ଚ ନେଇ ଥିବା ଚିନ୍ତାକୁ ଦୂର କରିନାହିଁ, ବରଂ ସେମାନଙ୍କ…

ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କଲା କୋଇଲା ମନ୍ତ୍ରଣାଳୟ

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି । ଗତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି । ଏଥିମଧ୍ୟରୁ ଗୋଟିଏ ସିଏମଏସପି କୋଇଲା ଖଣି ହୋଇଥିବା ବେଳେ ଆଉ ଗୋଟିଏ ଏମଏମଡିଆର କୋଇଲା ଖଣି। ୫୦୦ ନିୟୁତ…

ଢାକା ବିଲ୍‌ଡିଂରେ ବିସ୍ଫୋରଣ ୧୪ ମୃତ

ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ୭ ମହଲା କୋଠାରେ  ବିସ୍ଫୋରଣ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି। ରିପୋର୍ଟରୁ ପ୍ରକାଶ, ସ୍ଥାନୀୟ ସମୟ ଅପରାହ୍ଣ ପ୍ରାୟ ୪ଟା ୫୦ରେ ହୋଇଥିବା ଏହି ବିସ୍ଫୋରଣ ପରେ ଅନେକ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବିସ୍ଫୋରଣ ପରେ…