ଆଜି ଲୋକାର୍ପଣ ହେବ ବିଜୁ ବାବୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର: ସରିଲା ଅପେକ୍ଷା । ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ଦେଖିବେ ଓଡ଼ିଶାବାସୀ । ପ୍ରବାଦ ପୁରୁଷଙ୍କ ବୀରତ୍ୱର ମୁକସାକ୍ଷୀ ଡାକୋଟାକୁ ପାଖରୁ ଦେଖିବେ ଜନସାଧାରଣ । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପୂର୍ଣ୍ଣ ରୂପ ନେଇଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରିୟ…

ଆଜି ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ବିକାଶର ପୁରୁଷକୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ରାଜ୍ୟ । ପିଲାଟି ଦିନରୁ ତୁଳସୀ ଦୁଇ ପତ୍ରରୁ ବାସିବା ପରି ବିଜୁ ବାବୁ ସାରା ବିଶ୍ବରେ ଅନନ୍ୟ ପରିଚୟ ସୃଷ୍ଟି କରିପାରିଛନ୍ତି । ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ…

ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲା ବିଜେପି

କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ରାହୁଲ ଗାନ୍ଧି ଦେଇଥିବା ବିବୃତ୍ତିକୁ ନେଇ ଚାରିଆଡେ ଚର୍ଚା । ଭାରତ ବିରୋଧୀ ମନ୍ତବ୍ୟକୁ ନେଇ ବିଜେପି ତାଙ୍କୁ ଟାର୍ଗେଟ କରୁଛି । ତାଙ୍କ ମନ୍ତବ୍ୟକୁ ନେଇ ଭାରତରେ ଏକ ବିବାଦ ସୃଷ୍ଟି ହୋଇଛି। ରାହୁଲ ଗାନ୍ଧି ତାଙ୍କ ବକ୍ତବ୍ୟରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ…

ତୃତୀୟ ସାମ୍ମୁଖ୍ୟ ନେଇ ବିରୋଧୀ ବିଭାଜିତ

ମେଂଟକୁ ନେଇ ଫାଟ । ତୃତୀୟ ସାମ୍ମୁଖ୍ୟ ଚର୍ଚା ଉପରେ ବିରାମ ଲାଗିଛି । ଏବେ ଗୋଟିଏ ପରେ ଅନ୍ୟ ଦଳ ମଧ୍ୟ ତୃତୀୟ ସାମ୍ମୁଖ୍ୟ ନେଇ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳ ଏକଜୁଟ ହେବା ପାଇଁ ଯେଉଁ ପ୍ରୟାସ ଆରମ୍ଭ ହୋଇଛି ତାହାକୁ ଗୋଟିଏ ପରେ…

ଆଜିଠାରୁ ମହିଳା ପ୍ରିମିୟର ଲିଗ୍

ଆଜିଠାରୁ ବାଜିବ ମହିଳା ପ୍ରିମିୟର ଲିଗ୍ ବିଗୁଲ । ୨୩ ଦିନିଆ ଏହି ପ୍ରତିଯୋଗିତାରେ ଭାଗ ନେଉଥିବା ୫ ଦଳ ଗୁଜରାଟ ଜାଏଣ୍ଟସ୍‌, ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ୟୁପି ୱାରିୟର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପର ମଧ୍ୟ‌ରେ ୨ଟି ଲେଖାଏଁ ଲିଗ୍‌ ମ୍ୟାଚ୍‌ ଖେଳିବେ ।…

ଆଜି ସିସୋଦିଆଙ୍କ ଜାମିନ୍ ଆବେଦନ ଉପରେ କୋର୍ଟରେ ଶୁଣାଣି

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ନେତା ତଥା ପୂର୍ବତନ ମନ୍ତ୍ରୀ ମନିଷ ସିସୋଦିଆଙ୍କ ରିମାଣ୍ଡ ଆଜି ଶେଷ ହେଉଛି । ଏହା ଦିନକ ପୂର୍ବରୁ ସିସୋଦିଆ ଜାମିନ୍ ପାଇଁ ଆବେଦନ କରିଛନ୍ତି । ଆଦି ଅପରାହ୍ଣରେ ତାଙ୍କୁ ସିବିଆଇ କୋର୍ଟରେ ହାଜର କରାଯିବ । ଅଧିକ ପଚରାଉଚରା ପାଇଁ ସିବିଆଇ ଆଉ…

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣା

ସମ୍ବଲପୁର : କାହିଁକି ଡେଇଁଲେ ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ । ତାଙ୍କ ମୃତ୍ୟୁ ଘଟଣା ଏବେ ବି ରହସ୍ୟ ଘେରରେ । କିଏ ତାଙ୍କୁ ହତ୍ୟା କଲା ନା ସେ ଆତ୍ମହତ୍ୟା କରିବାକୁ ନଦୀକୁ ଡେଇଁଲେ ।  ବୁର୍ଲା ପୁଲିସର ଏକ ପାଞ୍ଚଜଣିଆ ଟିମ୍‌ ଶୁକ୍ରବାର ଭୁବନେଶ୍ବର ବିଜେବି ନଗରରେ ଚିନ୍ମୟୀ ରହୁଥିବା…

କୋଟିଆ ବିବାଦରେ ଆନ୍ଧ୍ରପ୍ରଦେଶକୁ ସମନ କରିଛନ୍ତି ସୁପ୍ରିମକୋର୍ଟ

କୋରାପୁଟ: କୋଟିଆ ବିବାଦରେ ଆନ୍ଧ୍ରପ୍ରଦେଶକୁ ସମନ କରିଛନ୍ତି ସୁପ୍ରିମକୋର୍ଟ । ଆନ୍ଧ୍ରପ୍ରଦେଶକୁ ୨୮ ଦିନ ଭିତରେ ହାଜର ହେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ସମ୍ବିଧାନର ଧାରା ୧୩୧ ଅନୁସାରେ ଏହି ମାମଲାର ବିଚାର ପାଇଁ ଓଡ଼ିଶା ସରକାର ଆବେଦନ କରିଥିଲେ । କୋଟିଆ ବିବାଦରେ…

ଆଜି ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି । ସେ ଶ୍ରୀମନ୍ଦିର ଯାଇ…

ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ

କେନ୍ଦୁଝର:ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଇଣ୍ଟରନ୍ୟାସନାଲ ସ୍କୁଲକୁ ଉଦଘାଟନ କରିବେ ।ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ…