ବଡମାଲ ଠାରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ, ଟିଟିଲାଗଡର ଭାଟିପଡା ବିଜୟ
ମେଟ୍ରୋ ଟିଭି ବ୍ୟୁରୋ, ୨୬/୧୨: ସଇଁତଲା ବ୍ଲକ ଅନ୍ତର୍ଗତ ବଡ଼ମାଲ ଖେଳ ପଡିଆ ଠାରେ ୧୮ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଉଦଯାପିତ ହୋଇଯାଇଛି। ଏହୀ ତିନିଦିନିଆ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ସର୍ବମୋଟ ୧୨ ଟି ଫୁଟବଲ ଟିମ ଅଂଶଗ୍ରହଣ କରିଥିଲେ। ଆଜି ଫାଇନାଲ!-->…