ଶୌଚାଳୟରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଏକ ଶୌଚାଳୟରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଲୋକେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଗାଡ଼କଣା ନିଉ ଆବାସ କଲୋନିର କେଳୁଚରଣ ପାର୍କ ସମ୍ମୁଖରେ ଥିବା ଏକ ଶୌଚାଳୟରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ…

ଚାନ୍ଦୀପୁର ଡିଆରଡିଓର ତଥ୍ୟ ଦେବା ମାମଲା

ଅଭିଯୁକ୍ତର ନା ବାବୁରାମ ଦେ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ସମ୍ପତିଆ ପଞ୍ଚାୟତ ବାଗପୁଞ୍ଜି ଗାଁରେ ଘର ରହିଛି । ଦେଶ ବିରୋଧୀ କାର୍ଯ୍ୟକଳାପରେ ବାବୁରାମର ଗିରଫଦାରୀ ଖବର ପରେ ଗାଁରେ ଚାଞ୍ଚଲ୍ୟ ଖେଳିଯାଇଛି । ଅତି ଗରିବ ପରିବାରରେ ଜନ୍ମିତ ହୋଇଥିବା ଏହି ବ୍ୟକ୍ତି ପିଲାବେଳୁ ଜଣେ ମେଧାବୀ…

ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ

ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ । ଏଥିପାଇଁ ସହାୟତା ରାଶି ୬ଶହ ଟଙ୍କା ମିଳୁଥିଲା ବେଳେ ଏବେ ଏକ ହଜାର ଟଙ୍କା ମିଳିବ ।…

କରୋନା ବିରୋଧରେ ଟିକାକରଣ ଅଭିଯାନକୁ ବ୍ୟାପକ କରି ଭାରତ ୩୪ ଲକ୍ଷରୁ ଅଧିକ ଜୀବନ ବଞ୍ଚାଇଛି

ଭାରତରେ କୋଭିଡ଼ ଟିକା ବଞ୍ଚାଇଛି ୩୪ ଲକ୍ଷ ଜୀବନ । କରୋନା ବିରୋଧରେ ଟିକାକରଣ ଅଭିଯାନକୁ ବ୍ୟାପକ କରି ଭାରତ ୩୪ ଲକ୍ଷରୁ ଅଧିକ ଜୀବନ ବଞ୍ଚାଇଛି । ଏଥିସହ ଭାରତ ୧୮ ଦଶମିକ ୩ ବିଲିୟନ ଡଲାରର କ୍ଷତିକୁ ରୋକିପାରିଛି ବୋଲି ଷ୍ଟାନଫୋର୍ଡ଼ ବିଶ୍ୱବିଦ୍ୟାଳୟ ଓ ଇନଷ୍ଟିଚ୍ୟୁଟ୍ ଫର କମ୍ପିଟେଟିଭନେସ୍…

ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ଫାଇନାଲ୍‌

କେପ୍‌ ଟାଉନ:   ଆଇସିସି ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ଦ୍ବିତୀୟ ସେମିଫାଇନାଲ୍‌ ମ୍ୟାଚ୍‌ରେ ଇଂଲଣ୍ଡକୁ ୬ ରନ୍‌ରେ ପରାସ୍ତ କରି ଆୟୋଜକ ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ସ୍ଥାନ ସୁରକ୍ଷିତ କରିଛି। ଆୟାବୋଙ୍ଗା ଖାକା (୪-୦-୨୯-୪) ଏବଂ ସବ୍‌ନିମ ଇସ୍‌ମାଇଲ (୪-୦-୨୭-୩) ଚମତ୍କାର ବୋଲିଂ କରି…

ଏହା ଚିରାଚରିତ ବଜେଟ୍‌: ବିରୋଧୀ

ବଜେଟ୍ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବଜେଟ୍‌ ହେଉଛି ଲୋକଙ୍କ ବଜେଟ୍। ଏହା ଲୋକଙ୍କର, ଲୋକମାନଙ୍କ ଦ୍ବାରା ଓ ଲୋକମାନଙ୍କ ପାଇଁ। ଏହା ଓଡ଼ିଶାକୁ ଶୀର୍ଷରେ ପହଞ୍ଚାଇବ।ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି…

କାଳିଆ ଯୋଜନା ପାଇଁ ୧ ୮ ଶହ ୭୯ କୋଟି

କୃଷି ବଜେଟରେ ରାଜ୍ୟ ସରକାର କାଳିଆ ଯୋଜନା ପାଇଁ ୧ ୮ ଶହ ୭୯ କୋଟିର ବ୍ୟୟବରାଦ କରିଛନ୍ତି । ୨୦୧୮-୧୯ରୁ ଆରମ୍ଭ ହୋଇଥିବା କାଳିଆ ଯୋଜନା ପାଇଁ ରାଜ୍ୟ ସରକାର ୧ ହଜାର ୮ ଶହ ୭୯ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ପୂର୍ବରୁ ଏହି ଯୋଜନାରେ ୪୧ ଲକ୍ଷ ୮ ହଜାର କ୍ଷୁଦ୍ର ଏବଂ ନାମମାତ୍ର…

୨୦୨୩-୨୪ ବଡ଼ ବଜେଟ୍, ୨ଲକ୍ଷ ୩୦ ହଜାର କୋଟି ଟଙ୍କା

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ  ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି  ବଡ଼ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍‌ର ଆକାର ୨ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି। ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ୩୦ ହଜାର ୩୦ କୋଟି, ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର ୪୮ କୋଟି ,…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ବାଲେଶ୍ବର ପୂର୍ତ୍ତ ବିଭାଗ ୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ୪ଜଣ ଡିଏସପି, ୧୦ ସବଇନ୍ସପେକ୍ଟର, ୨…

ଆଗାମୀ ଦିନରେ ଆହୁରି ବଢିବ ତାପମାତ୍ରା

ଭୁବନେଶ୍ୱର: ଫେବ୍ରୁଆରୀରୁ ଆଉଟୁପାଉଟୁ କଲାଣି ଖରା। ଉପାନ୍ତରୁ ଉପକୂଳ ସିଝିଲାଣି ସାରା ଓଡ଼ିଶା। ବିଭିନ୍ନ ଜିଲ୍ଲାରେ ୩୫ ଡିଗ୍ରୀ ଉପରେ ପାରଦ। ଗତକାଲି ୩୮ ଦଶମିକ ୩ଡିଗ୍ରୀ ସହିତ ସୋନପୁର ହୋଇଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଦ୍ବିତୀୟରେ ତାଳଚେର ଓ ତୃତୀୟରେ ରହିଥିଲା…