ଚାଲିଗଲେ ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତ
କଟକ: ବାପାଙ୍କ ମୃତ୍ୟୁର ଠିକ୍ ବର୍ଷକ ପରେ ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମାସେ ହେଲୋ ଅକ୍ଲାନ୍ତ…