ଅବସରପ୍ରାପ୍ତ ରେଲୱେ ଅଧିକାରୀଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ଓ କେଜି କେଜି ସୁନା

ଅବସରପ୍ରାପ୍ତ ରେଲୱେ ଅଧିକାରୀ ପ୍ରମୋଦ ଜେନାଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ଓ କେଜି କେଜି ସୁନା । ଆଉ ଏହି ସମ୍ପତି ଠାବ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ । ୧୭ କେଜି ସୁନା ଓ ୧ କୋଟି ୫୭ଲକ୍ଷ ନଗଦ ଟଙ୍କା ଠାବ କରିଛି ସିବିଆଇ । ୧୭ କେଜି ସୁନାର ମୂଲ୍ୟ ପ୍ରାୟ ୮ କୋଟି ୫୦…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ । ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦରେ ଖେଳାଯିବ । ଶ୍ରୀଲକ୍ଷା ବିପକ୍ଷ ସିରିଜ୍ ୩-୦ରେ ବିଜୟୀ ହୋଇଥିବାରୁ ଭାରତୀୟ ଖେଳାଳଳିଙ୍କ ମନୋବଳ ଦୃଢ ରହିଛି । ଘରୋଇ ଗ୍ରାଉଣ୍ଡରେ ଭଲ ପ୍ରଦର୍ଶନ କରିବାକୁ ଲକ୍ଷ୍ୟ…

ରାଜଧାନୀର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱରର ପଟିଆ ରେଳଷ୍ଟେସନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗଣଦୁଷ୍କର୍ମର ଶିକାର ହୋଇଥିବା ଦୁଇଜଣ ନାବାଳିକାଙ୍କ ଅଭିଯୋଗ ଅନୁସାରେ, ଏମାନେ ପଟିଆ ଅଞ୍ଚଳରେ ରହୁନ୍ତି । ସୋମବାର ସନ୍ଧ୍ୟାରେ ପଟିଆ ରେଳଷ୍ଟେସନ ଯାଇଥିବାବେଳେ ଦୁଇଜଣ ଯୁବକ ସେମାନଙ୍କୁ ଅପହରଣ…

ପ୍ରଥମ ବ୍ୟାଚ୍‌ ଅଗ୍ନିବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ବହୁ ବାଦବିବାଦ ପରେ ପ୍ରଥମ ବ୍ୟାଚ୍‌ ଅଗ୍ନିବୀର ଏବେ ସେବା କରିବା ପାଇଁ ପ୍ରସ୍ତୁତ ହୋଇଛନ୍ତି । ସେନାବାହିନୀକୁ ସୁଦୃଢ଼ କରିବା‌ ଏବଂ ଭବିଷ୍ୟତର ଆହ୍ବାନ ପାଇଁ ପ୍ରସ୍ତୁତ ରଖିବାରେ ଅଗ୍ନିପଥ ‌ବିଶେଷ ସହାୟକ ହେବ।  ୩ ସେନାର ପ୍ରଥମ ବ୍ୟାଚ୍‌ ଅଗ୍ନିବୀରମାନଙ୍କୁ ଭିଡିଓ କନଫରେନ୍ସ ମା‌ଧ୍ୟମରେ…

ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ଆଜି ଦ୍ୱିତୀୟ ଦିନ

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ଆଜି ଦ୍ୱିତୀୟ ଦିନ। ଗତକାଲିଠୁ ଆରମ୍ଭ ହୋଇଥିବା କାର୍ଯ୍ୟକାରିଣୀରେ ଚାଲିଛି ମାନସ ମନ୍ଥନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍ ଶୋ’ରୁ ମିଶନ ୨୦୨୪ ପାଇଁ ବାଜିଛି ବିଜେପିର ନିର୍ବାଚନୀ ବିଗୁଲ୍। ତା’ସହ ଏ ବର୍ଷ ଅନୁଷ୍ଠିତ ହେବାକୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀ!

ଭୁବନେଶ୍ବର:  ଆବାସ ଯୋଜନାରେ ହିତାଧିକାରୀଙ୍କ ନାମ ପ୍ରକାଶ ପାଇଛି । ତେବେ ଏଥିରେ ହଜାର ହଜାର ଅଯୋଗ୍ୟ ହିତାଧିକାରୀଙ୍କ ନାମ ରହିଥିବା ଅଭିଯୋଗ ହୋଇଛି ।ପ୍ରତ୍ୟେକ ଜିଲ୍ଲାରେ ଏପରି ଅଭିଯୋଗ ଆସିଛି ।  ଫନିରେ ବି ଅନେକ ଲୋକଙ୍କ ଘର ଭାଙ୍ଗିଥିଲା ବେଳେ କିନ୍ତୁ ତାଲିକାରେ କାହା ନାମ ନଥିବା…

ମୃତ ଶିଳ୍ପୀଙ୍କ ସ୍ୱାମୀ ସନ୍ତୋଷ ଖୁଣ୍ଟିଆ ଗିରଫ

ମଧୁପାଟଣା ଥାନା ଅନ୍ତର୍ଗତ ଶ୍ରୀରାମ ନଗରରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟଣା । ମୃତ ଶିଳ୍ପୀଙ୍କ ସ୍ୱାମୀ ସନ୍ତୋଷ ଖୁଣ୍ଟିଆ ଗିରଫ । ଗତକାଲିଠୁ ପୋଲିସ ସନ୍ତୋଷଙ୍କୁ ଅଟକ ରଖିଥିଲା । ଶିଳ୍ପୀଙ୍କ ପରିବାରର ଅଭିଯୋଗକ୍ରମେ ସନ୍ତୋଷଙ୍କୁ ଗିରଫ କରାଯାଇଛି । ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି…

କେନ୍ଦ୍ରାପଡାରେ ୨୪ଘଣ୍ଟିଆ ବନ୍ଦ ପାଳନ

କେନ୍ଦ୍ରାପଡାରେ ୨୪ଘଣ୍ଟିଆ ବନ୍ଦ ପାଳନ । ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରକୁ ବିରୋଧ କରି ଏହି ବନ୍ଦ ପାଳନ କରାଯାଉଛି । ପୁରୁଣା ଚିକିତ୍ସାଳୟକୁ ସିଟି ହସ୍ପିଟାଲରେ ପରିଣତ କରିବାକୁ ଦାବି ହୋଇଛି । ବନ୍ଦକୁ ସହରବାସୀ ଓ…

ରାଜ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର

ଭୁବନେଶ୍ୱର: ବହୁ ବାଦବିବାଦ ପରେ ରାଜ୍ୟ ହିତାଧିକାରୀଙ୍କୁ ମିଳିବ  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର।  ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ୮.୧୭ ଲକ୍ଷ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସ୍ୱତନ୍ତ୍ରରେ ୧.୪୨ ଲକ୍ଷ ଘର ହିତାଧିକାରୀଙ୍କୁ ମିଳିବ। ଏନେଇ ଆଜିଠାରୁ ଚୂଡ଼ାନ୍ତ ପ୍ରକ୍ରିୟା…

ଦୁଇ ବର୍ଷର ଛୁଆକୁ ତଣ୍ଟି ଚିପି ମାରିବା ପରେ ମା’ର ଆତ୍ମହତ୍ୟା

କଟକ: କଟକ ମଧୁପାଟଣା ଥାନା ଶ୍ରୀରାମନଗରରେ ଅଭାବନୀୟ ଘଟଣା । ଦୁଇ ବର୍ଷର ଛୁଆକୁ ତଣ୍ଟି ଚିପି ମାରିଲା ମା’ । ଛୁଆକୁ ମାରିବା ପରେ ମା’ର ଆତ୍ମହତ୍ୟା । ଘଟଣାରେ ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଜାରି ରହିଛି । ତେବେ ଜଣେ ମା’ ଏଭଳି ଚରମ ପଦକ୍ଷେପ କାହିଁକି ନେଲେ ସେନେଇ ସ୍ପଷ୍ଟ ସୂଚନା…