ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ
ବରଗଡ଼: ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ଆଗରେ ଚାଲିଛନ୍ତି । ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି । ବର୍ଷା ରଂଜନ ସିଂହ ବରିହା ୪୮୫୮୮ ଭୋଟ ପାଇଛନ୍ତି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ!-->…