ଅବନ୍ତୀ ଦାସ ଜିତିପାରିବେ କି ? ଧାମନଗର ଉପନିର୍ବାଚନରେ ଚାଲିଛି ଚର୍ଚା

ଧାମନଗର: ଏଥର ଧାମନଗର ଉପନିର୍ବାଚନରେ କିଏ ଜିତିବ? ତାକୁ ନେଇ ଗାଁରୁ ରାଜଧାନୀ ସବୁଠି ଚର୍ଚା । ତେବେ ଦିବଂଗତ ବିଷ୍ଣୁ ସେଠୀଙ୍କ ପୁଅକୁ ବିଜେପି ପ୍ରାର୍ଥୀ କରିବା ପରେ ତାଙ୍କ ଅନୁକମ୍ପାମୂଳକ ଭୋଟ ପାଇଁ ସମର୍ଥନ ବଢ଼ିଥିବା ଚର୍ଚା ହେଉଛି । ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସଙ୍କୁ

କେନାଲରେ ଭାସିଯାଇ ଜଣେ ମୃତ,ଦୁଇ ନିଖୋଜ, ଭଷାଣୀ ଦେଖି ଫେରୁଥିଲେ

ଜଗତପୁର: ଭଷାଣୀ ଦେଖିବାକୁ ଯାଇଥିଲେ । ହେଲେ ଘରକୁ ଫେରିଲେନି । କଣ ଘଟିଲା ତାହା ପରିବାର ଲୋକେ କହିପାରୁନାହାଁନ୍ତି । କଟକ ଜଗତପୁର ପଟ୍ଟାମୁଣ୍ଡାଇ କେନାଲରେ ଭାସିଯାଇ ୩ ନିଖୋଜ ହୋଇଥିବା ଚର୍ଚା ହେବା ପରେ ଜଣଙ୍କ ଶବ ଉଦ୍ଧାର ହୋଇଛି । ବୁଧବାର ବିଳମ୍ବିତ ରାତିରେ ଜଗତପୁର ନିକଟ

ଅପରାଜିତା ଷଡ଼ଙ୍ଗୀ ଆଇପିୟୁ କାର୍ଯ୍ୟନିର୍ବାହୀ କମିଟିକୁ ନିର୍ବାଚିତ

ନୂଆଦିଲ୍ଲୀ: ବିଜେପିର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସମ୍ମାନଜନକ ଇଂଟର ପାର୍ଲାମେଂଟାରୀ ୟୁନିଅନ(ଆଇପିୟୁ) କାର୍ଯ୍ୟନିର୍ବାହୀ କମିଟି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ଜଣାପଡିବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ଶୂଆ ଛୁଟିଛି । ବିଜେପିର ନେତା

ହିନ୍ଦୀ ଭାଷାରେ ମେଡିକାଲ ପାଠ ପଢିବେ ଛାତ୍ରଛାତ୍ରୀ

ଛାତ୍ର ଛାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଏଣିକି ଇଂରାଜୀ ନୁହେଁ ବରଂ ରାଷ୍ଟ୍ରଭାଷା ଅର୍ଥାତ ହିନ୍ଦୀରେ ହେବ ମେଡିକାଲ ପାଠପଢା । ଯାହାକୁ ନେଇ ଛାତ୍ର ଛାତ୍ରୀଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି । ତେବେ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀରେ ପାଠ ପଢିବା ପାଇଁ ଅସୁବିଧା ହେବା ସହ

୭ ଦିନ ମଧ୍ୟରେ ଓଡ଼ିଶାକୁ ବାତ୍ୟା ଭୟ ନାହିଁ’

‘ଓଡ଼ିଶାକୁ ମହାବାତ୍ୟା ମାଡ଼ି ଆସୁଛି, ଘଣ୍ଟାକୁ ୨୫୦ କିମି ବେଗରେ ପବନ ବୋହିବ।’ ଗତକାଲି ଆମେରିକାନ୍‌ ସଂସ୍ଥା ଏପରି ପୂର୍ବାନୁମାନ କରିବା ପରେ ଆତଙ୍କିତ ହୋଇ ପଡ଼ିଥିଲେ ରାଜ୍ୟବାସୀ। ବଙ୍ଗୋପସାଗରରେ ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ଏକ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା

ଭାରତୀୟ ସେନା ବିମାନ MIG-29K ଦୁର୍ଘଟଣା ଗ୍ରସ୍ତ

ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ସେନା ବିମାନ। ଗୋଆରେ ଭାରତୀୟ ନେଭିର MIG-29K ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍। ତାଙ୍କ ଅବସ୍ଥା ସ୍ଥିର ରହିଛି । ଏନେଇ ଭାରତୀୟ ନୌସେନା ସୂଚନା ଦେଇଛି।ବିମାନରେ ଯାନ୍ତ୍ରିକ ତ୍ରୁଟି ହେତୁ ଏହି

ହଇରାଣ ହେଉଛନ୍ତି ହବିଷ୍ୟାଳି

ପୁରୀରେ ହଇରାଣ ହେଉଛନ୍ତି ହବିଷ୍ୟାଳି । ପଞ୍ଜିକରଣ କରିଥିଲେ ବି ମିଳୁନି ଘର । ତିନି ଦିନ ଗୋଟିଏ ସ୍ଥାନରେ ରଖିବା ପରେ ଅନ୍ୟ ସ୍ଥାନକୁ କରାଯାଉଛି ସ୍ଥାନାନ୍ତର । ଯାହାକୁ ନେଇ ହବିଷ୍ୟାଳିଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର

ଧାମନଗରର ଉପନିର୍ବାଚନ ପାଇଁ ରାଜନୀତି ସରଗରମ

ଧାମନଗରର ଉପନିର୍ବାଚନ ପାଇଁ ସରଗରମ ହୋଇଛି ରାଜନୀତି । ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନଥିବାବେଳେ ବିଜେପି କିନ୍ତୁ ପ୍ରାର୍ଥୀ ଘୋଷଣା କରି ପ୍ରଚାରକୁ ଜୋରଦାର କରିଛି ।ସେପଟେ ବିଜେଡ଼ି ଧାମନଗର ଉପନିର୍ବାଚନା ପାଇଁ ସ୍ୱତନ୍ତ୍ର ପ୍ଲାନ୍ କରିଛି । ତିହିଡ଼ି ଓ ଧାମନଗର ବ୍ଲକ

ଆଜି  ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ

ଆଉ କିଛି ଘଣ୍ଟା ପରେ  ବାଜିବ ୧୭ ବର୍ଷରୁ କମ୍ ଫିଫା ଫୁଟବଲ୍‌ ବିଶ୍ୱକପ ବିଗୁଲ୍ । ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଏନେଇ ସମସ୍ତ ପ୍ରସ୍ତୁତି ସରିଛି । ଖେଳାଳି ଓ ପ୍ରଶଂସକମାନଙ୍କ ପାଇଁ ସଜେଇ ହୋଇଛି କଳିଙ୍ଗ ଷ୍ଟାଡିୟମ୍ ।

ଦେଶର ୧୦ ହଜାର ସ୍କୁଲକୁ ୧୦୦ଟି ଲେଖାଁଏ ଫୁଟବଲ ବଣ୍ଟନ କରାଯିବ

ନୂଆଦିଲ୍ଲୀ: ସମଗ୍ର ଭାରତବର୍ଷରେ ୭୦୦ରୁ ଅଧିକ ଜିଲ୍ଲାର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡ଼ାଯିବ । ଫିଫା, ୟୁନିସ୍କୋ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ସହଯୋଗରେ ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ