ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାମକୁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ ନାମ!-->…