ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ

ଓଡ଼ିଶାର ପ୍ରସିଦ୍ଧ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, କବି ଓ ଲେଖକ ଉତ୍କଳମଣି ଗୋପବନ୍ଧୁ ଦାସ । ଆଧୁନିକ ଯୁଗର ପଞ୍ଚସଖାଙ୍କ ମଧ୍ୟରେ ସେ ଅନ୍ୟତମ । ସେ ଦୈନିକ ଓଡ଼ିଆ ଖବରକାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ

ଧାମନଗର ଉପନିର୍ବାଚନ ପାଇଁ ୩ ଦଳର କସରତ

ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପରେ ୩ ଦଳର କସରତ । ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜେପି

ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼

ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ସମସ୍ତ ମଠ ବାଡ଼ି ଠାରୁ ଆରମ୍ଭ କରି ସରକାରଙ୍କ ହବିଷ୍ୟାଳି ଶିବିରରେ ଏବେ ବ୍ରତଧାରୀଙ୍କ ଭିଡ଼ ଲାଗିଛି ।ଦୀର୍ଘ ୨ ବର୍ଷ କରୋନା କଟକଣା ପାଇଁ ହବିଷ୍ୟାଳି

ଶିବସେନାର ‘ଧନୁ ଓ ତୀର’ ଚିହ୍ନ

ମହାରାଷ୍ଟ୍ର ରାଜନୈତିକ ହଟଚମଟ ଏବଂ କ୍ଷମତା ନିକଟ ଅତୀତରେ ଘଟିଥିବା ପରିବର୍ତ୍ତନ ପରଠୁ, ଶିବସେନା କାହାର ତାକୁ ନେଇ ଉଭୟ ଉଦ୍ଧବ ଠାକ୍‌ରେ ଓ ଏକନାଥ ସିନ୍ଦେ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି।ଫ୍ରିଜ୍ ହେଲା ଶିବସେନାର ‘ଧନୁ ଓ ତୀର’ ଚିହ୍ନ। ଅର୍ଥାତ୍ ନିର୍ବାଚନୀ ଚିହ୍ନ ‘ଧନୁ ଓ

ଆଜି ଭାରତ ଓ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଦିନିକିଆ

ଆଜି ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ଖେଳାଯିବ । ପ୍ରଥମ ମ୍ୟାଚ୍‌ରେ ପରାଜିତ ହେବା ପରେ ଭାରତ ପାଇଁ ଏହି ମ୍ୟାଚ୍‌ ‘କର ବା ମର’ ପରିସ୍ଥିତି ସୃଷ୍ଟି କରିଛି । ସିରିଜକୁ ଫେରିବା ପାଇଁ ଧାୱନ ବାହିନୀ ପାଇଁ ବିଜୟ ଜରୁରି ହୋଇ ପଡ଼ିଛି । ଭାରତ ପକ୍ଷରୁ ଶିଖର

ବାୟୁସେନା ପ୍ରତିଷ୍ଠା ଦିବସ

ଆଜି ୯୦ତମ ବାୟୁସେନା ପ୍ରତିଷ୍ଠା ଦିବସ । ବାୟୁସେନାର ଇତିହାସରେ ପ୍ରଥମ ଥର ପାଇଁ ହେଡକ୍ୱାର୍ଟର ଦିଲ୍ଲୀରୁ ବାହାରେ ଚଣ୍ଡିଗଡରେ ଆୟୋଜିତ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ପ୍ରତିବର୍ଷ ବାୟୁସେନା ଦିବସରେ ଦିଲ୍ଲୀ ହିଣ୍ଡନ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଚଳିତ

ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ଚିତା ଟାସ୍କ ଫୋର୍ସ ପରାମର୍ଶ ଓ ଉପଦେଶ ଦେବ

ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ଚିତା ଟାସ୍କ ଫୋର୍ସର

ଡିପିଆଇଆଇଟି ପକ୍ଷରୁ ଷ୍ଟାର୍ଟଅପ୍ ପାଇଁ ଋଣ ଗ୍ୟାରେଣ୍ଟି ଯୋଜନା ବିଜ୍ଞପ୍ତି ପ୍ରକାଶ ପାଇଲା

ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ଉଦ୍ୟୋଗ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବ୍ୟାପାର ବିଭାଗ (ଡିପିଆଇଆଇଟି) ପକ୍ଷରୁ ଷ୍ଟାର୍ଟ ସମୂହଙ୍କୁ ଋଣ ଗ୍ୟାରେଣ୍ଟି ପ୍ରଦାନ ଯୋଜନା ପ୍ରବର୍ତ୍ତନ ଘେନି ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ଫଳରେ ଷ୍ଟାର୍ଟ ଅପ୍‌ଗୁଡିକୁ ଯେଉଁ ସବୁ ବିତ୍ତୀୟ

ରୋଜର ବିନ୍ନି ହୋଇପାରନ୍ତି ଆଗାମୀ ବିସିସିଆଇ ଅଧ୍ୟକ୍ଷ

ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବିସିସିଆଇ ଅଧ୍ୟକ୍ଷ ପଦ ଛାଡ଼ିପାରନ୍ତି ସୌରଭ ଗାଙ୍ଗୁଲି । ଏନେଇ ଚର୍ଚ୍ଚା ଜୋର ଧରିଛି । ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି । ରୋଜର ବିନ୍ନି ୧୯୮୩ ବିଶ୍ୱକପ୍ ବିଜୟୀ ଦଳର ସଦସ୍ୟ ଥିଲେ । ଏହାସହ ସେ ପୂର୍ବରୁ

ଅର୍ଚ୍ଚନା ନାଗଙ୍କ ଗୁମର ଧିରେ ଧିରେ ଖୋଲିବାରେ ଲାଗିଛି

ନେତା-ମନ୍ତ୍ରୀଙ୍କୁ ବ୍ଲାକ୍‌ମେଲିଂ କରି କୋଟି କୋଟି ଟଙ୍କା ରୋଜଗାର କରୁଥିବା ୨୭ ବର୍ଷୀୟ ଅର୍ଚ୍ଚନା ନାଗ ଗିରଫ ପରେ ଏବେ ଝାରପଡ଼ା ଜେଲରେ । ଅର୍ଚ୍ଚନା ନାଗଫାଶରେ ଫସିଥିବା ନେତା, ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ, ବିଧାୟକମାନେ ଏବେ ଛାନିଆ । କାଳେ ସେମାନଙ୍କ କଳା କାରମାନା ପଦାରେ