ଅପରାଧରେ ଓଡ଼ିଶା ୧୨ ନମ୍ବର

ଏନ୍‌ସିଆର୍‌ବି ଦ୍ବାରା ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି । ମହିଳାଙ୍କ ଉପରେ ଦୁଷ୍କର୍ମ ମାମଲା ମଧ୍ୟ ବଢ଼ୁଛି । ଓଡ଼ିଶାରେ ରୁଜୁ ହୋଇଥିବା ୩୧ହଜାର ୩୫୨ ମାମଲାରୁ ୧୪୫୬ଜଣ ମହିଳା ଦୁଷ୍କର୍ମ ଶିକାର ହୋଇଥିବା ବେଳେ ୧୨ଜଣ ପୀଡ଼ିତାଙ୍କୁ

କାମକୋଟି ପୀଠ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସନ୍ଥ ତଥା ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମସ୍ଥାନ ‘ଶ୍ରୀ କାଞ୍ଚି କାମକୋଟି ପୀଠମ୍‌’ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି। https://twitter.com/narendramodi/status/1565380270169391105?s=20&t=Q4oNAP1zOLYgHL4oQL8g1Q

ଟ୍ୱିଟ୍‌କୁ ଏଡିଟ୍ କରିହେବ ହେଲେ ପଇସା ପଡିବ

ଆଗାମୀ ଦିନରେ ଆପଣ ଟୁଇଟ କରିଥିବା ବାକ୍ୟକୁ ଏଡିଟ କରିପାରିବେ । ଟ୍ବିଟରକୁ ବିଶିଷ୍ଟ ବ୍ୟକ୍ତି ଏବଂ ସରକାରୀ ସଂସ୍ଥା ଗୁଡ଼ିକ ମଧ୍ୟ ଏହା ମାଧ୍ୟମରେ ସୂଚନା ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଥରେ ପୋଷ୍ଟ୍ ହୋଇଥିବା ଟ୍ବିଟ୍‌କୁ ଏଡିଟ୍ କରାଯାଇ ପାରୁ ନଥିଲା। ତେବେ ଯଦି ଆପଣ

ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍ ବିକ୍ରାନ୍ତ

ଯୁଦ୍ଧପୋତ ଆଇଏନ୍‌ଏସ୍ ବିକ୍ରାନ୍ତକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୌସେନାରେ ସାମିଲ କରିଛନ୍ତି। ବିକ୍ରାନ୍ତ ହେଉଛି ଭାରତର ପ୍ରଥମ ସ୍ବଦେଶୀ ବିମାନବାହୀ ଯୁଦ୍ଧ ଜାହାଜ । ଭାରତର ନୌସେନା ଇତିହାସରେ ଏହା ସବୁଠାରୁ ବଡ଼ ଓ ଶକ୍ତିଶାଳୀ। କୋଚିନଠାରେ ପ୍ରଧାନମନ୍ତ୍ରୀ ଏହାକୁ ନୌସେନାରେ

ବାଂଲାଦେଶକୁ ହରାଇଲା ଶ୍ରୀଲଙ୍କା

ଏସିଆ କପରେ ବାଂଲାଦେଶକୁ ହରାଇ ବିଦା କରିଛି ଶ୍ରୀଲଙ୍କା। ଶ୍ରୀଲଙ୍କା ୨ ୱିକେଟରେ ବାଂଲାଦେଶକୁ ରୋମାଞ୍ଚକର ଢଙ୍ଗରେ ହରାଇ ଦେଇଛି। ଏହି ବିଜୟ ସହ ଗ୍ରୁପ ବିରୁ ଶ୍ରୀଲଙ୍କା ସୁପର ୪ରେ ପ୍ରବେଶ କରିଛି। https://twitter.com/ICC/status/1565398313746276353 ସେହିପରି

୨ ଜୈଶ୍‌-ଏ-ମହମ୍ମଦ୍‌ ଆତଙ୍କବାଦୀ ନିହତ

ଉତ୍ତର କଶ୍ମୀରର ସୋପୋର ରେ ଆତଙ୍କବାଦୀ ସଙ୍ଗଠନ ‘ଜୈଶ୍‌-ଏ-ମହମ୍ମଦ୍‌’ର ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ‘କର୍ଡନ୍‌-ଆଣ୍ଡ୍‌-ସର୍ଚ’ ଅଭିଯାନ ଚଳାଉଥିବା ବେଳେ ଏନ୍‌କାଉଣ୍ଟର୍‌ ହୋଇଥିଲା । ଏହି ଅଭିଯାନରେ ନିରାପତ୍ତା କର୍ମଚାରୀମାନେ ୨ଜଣ ଆତଙ୍କବାଦୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି।

ଅଗଷ୍ଟ ୨୦୨୨ରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କା ଜିଏସଟି ରାଜସ୍ୱ ସଂଗ୍ରହ

୨୦୨୨ ଅଗଷ୍ଟ ମାସରେ ୧ ଲକ୍ଷ ୪୩ ହଜାର ୬୧୨ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗୃହିତ ହୋଇଛି । ଏଥିମଧ୍ୟରେ ସିଜିଏସଟି ପରିମାଣ ୨୪ ହଜାର ୭୧୦ କୋଟି ଟଙ୍କା ଥିବା ବେଳେ ଏସଜିଏସଟି ପରିମାଣ ୩୦ ହଜାର ୯୫୧ କୋଟି ଟଙ୍କା ରହିଛି । ସେହିପରି ଚଳିତ ବର୍ଷ ଅଗଷ୍ଟ ମାସରେ ୭୭ ହଜାର ୭୮୨ କୋଟି ଟଙ୍କାର

ବନ୍ୟା ରାଜ୍ୟ ସରକାରଙ୍କ ଅପାରଗତା, ଦାୟୀତ୍ୱହୀନତା ଓ ସମ୍ବେଦନହୀନତାକୁ ପଦାରେ ପକାଇଛି : ସମୀର ମହାନ୍ତି

ଭୁବନେଶ୍ୱର: ଚଳିତ ବର୍ଷ ବନ୍ୟା ସଂପୂର୍ଣ୍ଣ ଭାବେ ମନୁଷ୍ୟକୃତ ଏବଂ ରାଜ୍ୟ ସରକାର ଚାହିଁଥିଲେ ଏହାକୁ ରୋକି ପାରିଥାନ୍ତେ ବୋଲି ବିଜେପି କହିଛି । ହୀରାକୁଦ ବନ୍ଧର ଉପର ଓ ତଳ ଅଂଚଳରେ ଜଳ ପରିଚାଳନାରେ ବିଫଳତା କାରଣରୁ ଚଳିତ ବନ୍ୟା ଭୟଙ୍କର ହୋଇ ପଡିଥିଲା । ସେହିପରି ବନ୍ୟା ପରବର୍ତୀ

ନୂଆଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନୂଆଖାଇର ଶୁଭ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି: https://twitter.com/narendramodi/status/1565175095043424257?s=20&t=sJ679FEfCOIbijWikQo1RQ