ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଫର୍ମପୂରଣ ଅବଧି ବଢ଼ିଲା

ବନ୍ୟା ପ୍ରଭାବିତ ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ସମେଟିଭ୍‌ ଆସେସମେଣ୍ଟ-୧ (ଏସ୍‌ଏ-୧) ପରୀକ୍ଷା ଲାଗି ଫର୍ମ ପୂରଣ ବାଧାପ୍ରାପ୍ତ ହୋଇଛି । ଲକ୍ଷାଧିକ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ରେ ପଞ୍ଜିକରଣ ଓ ଫର୍ମପୂରଣ କରିପାରିନଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ

ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାରେ ପୁରୁଷ ବନ୍ଧୁଙ୍କୁ ଜେରା

ସଫ୍ଟୱେର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ ମହାପାତ୍ରଙ୍କୁ ମୃତ୍ୟୁ ପୂର୍ବରୁ ୧୫ କଲ୍ କରିଥିଲେ। କିନ୍ତୁ ତାଙ୍କ ଫୋଲ ଉଠାଇନଥିଲେ ତାଙ୍କ ପୁରୁଷ ବନ୍ଧୁ । ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା ସୌମ୍ୟଜିତ୍‌ଙ୍କୁ ୧୫ ଥର କଲ୍‌

ଗିଲଙ୍କ ପ୍ରଥମ ଦିନିକିଆ ଶତକ ବଳରେ ଭାରତ ବିଜୟୀ

ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ୩ୟ ଦିନିକିଆରେ ଶୁଭମନ ଗିଲଙ୍କ ଶତକ ବଳରେ ଭାରତ ବିଜୟୀ ହୋଇଛି । 13 ରନରେ ଜିମ୍ବାଓ୍ବକୁ ହରାଇଛି ଟିମ ଇଣ୍ଡିଆ । https://twitter.com/BCCI/status/1561769192856375296?s=20&t=ICQIb8OdbYRKel78SNBHuQ ଭାରତ ୮ ଓ୍ବିକେଟ ହରାଇ

୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର

ନୀତୀଶ କୁମାରଙ୍କ କାରକେଡ ଉପରକୁ ପଥର ମାଡ଼

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ କାରକେଡ ଉପରକୁ ପଥର ମାଡ଼ ଘଟଣାରେ ପୁଲିସ୍‌ ୧୩ ଜଣଙ୍କୁ ଗିରଫ କରିଛି। ଏମାନେ ସିଧାସଳଖ ପଥର ମାଡ଼ ଘଟଣାରେ ସାମିଲ ଥିଲେ ବୋଲି ପୁଲିସ୍‌ ସୂଚନା ଦେଇଛି। ରବିବାର ସନ୍ଧ୍ୟା ପ୍ରାୟ ୫ଟା ବେଳେ ପାଟନା-ଗୟା ରାସ୍ତାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ

ଭାରତ-ଜିମ୍ବାୱେ ଶେଷ ଦିନିକିଆ

ଆଜି ଭାରତ-ଜିମ୍ବାୱେ ଶେଷ ଦିନିକିଆ । ୨-୦ରେ ଆଗୁଆ ଥିବାରୁ ସିରିଜ୍ କ୍ଲନ୍ ସ୍ୱିପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ ରହିଛି । ସେପଟେ ସମ୍ମାନ ରକ୍ଷା ପାଇଁ ମ୍ୟାଚ୍ ଜିତିବାକୁ ଚେଷ୍ଟା କରିବ ଘରୋଇ ଦଳ । ହରାରେ ସ୍ପୋର୍ଟସ କ୍ଲବ୍ ପଡ଼ିଆରେ ମଧ୍ୟ ଭାରତର ଅପରାଜେୟ ଧାରା ଜାରି ରହିବ ।ପ୍ରଥମ ଦୁଇ

ପ୍ରଭୁ ଶ୍ରୀରାମଙ୍କ ଗୃହ ପ୍ରବେଶର ତାରିଖ ଧାର୍ଯ୍ୟ

ରାମନଗରୀ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଯୁଦ୍ଧସ୍ତରରେ ଚାଲିଛି । ପୂରା ଦେଶ ସେହି ସମୟକୁ ଅପେକ୍ଷା କରିଛି ଯେତେବେଳେ ପ୍ରଭୁ ଶ୍ରୀରାମ ମନ୍ଦିରର ଗର୍ଭ ଗୃହରେ ବିରାଜିବେ । ଏହା ମଧ୍ୟରେ ଖବର ଆସୁଛି କି ପ୍ରଭୁ ଶ୍ରୀରାମଙ୍କ ଗୃହ ପ୍ରବେଶର ତାରିଖ ଧାର୍ଯ୍ୟ ହୋଇସାରିଛି । ସୂଚନା ମୁତାବକ

କ୍ୟାପିଟାଲ ହସ୍ପିଟାଲରେ ଛୁଟୁଛି ରୋଗୀଙ୍କ ସୁଅ

କ୍ୟାପିଟାଲ ହସ୍ପିଟାଲରେ ବନ୍ୟାର ପ୍ରଭାବ ପଡିଛି। ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜିକରଣ କେନ୍ଦ୍ରରେ ଟୋକେନ ସଂଗ୍ରହ ପାଇଁ ୩ ଘଣ୍ଟା ଧାଡ଼ିରେ ଛିଡା ହେବାକୁ ପଡ଼ୁଛି। ଡାକ୍ତରଙ୍କୁ ଦେଖାଇବା ପାଇଁ ବି ଲମ୍ବା ଧାଡ଼ି ଲାଗିଛି। ଏହାକୁ ନେଇ ରୋଗୀ ଓ

ନୂଆ ବିଏମସି କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ତଦାରଖ କଲେ ୫ଟି ସଚିବ ଭି କେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସତ୍ୟନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି। ନୂତନ ବିକାଶ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହେବା ପାଇଁ ଆବଶ୍ୟକ କାର୍ଯ୍ୟର ଠିକ୍ ସମୟରେ

ଛାଡିଲେ ଆନନ୍ଦ ଶର୍ମା ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା

ଜଣଙ୍କ ପରେ ଜଣେ ନେତା କଂଗ୍ରେସ ଛାଡୁଥିବା ବେଳେ ଏବେ ଦଳରେ କିଛି ଠିକ ଠାକ ନଥିବା ଚର୍ଚା ହେଉଛି । ଏହି କ୍ରମରେ ସାମିଲ ହୋଇଛନ୍ତି କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା । ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସେ ପାର୍ଟିର ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା