ସ୍ୱାଧୀନତା ଦିବସ ୨୦୨୨ ଉପଲକ୍ଷେ ୧୦୮୨ ପୁଲିସ କର୍ମୀଙ୍କୁ ମିଳିଲା ପଦକ

ସ୍ୱାଧୀନତା ଦିବସ, ୨୦୨୨ ଉପଲକ୍ଷେ ଦେଶର ମୋଟ୍‌ ୧୦୮୨ ଜଣ ପୁଲିସ କର୍ମୀଙ୍କୁ ପଦକ ପ୍ରଦାନ କରାଯାଇଛି । ୩୪୭ ଜଣ ପୁଲିସ କର୍ମୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଅନ୍ୟପକ୍ଷରେ ବିଶିଷ୍ଟ ସେବା ପାଇଁ

ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଦେଶ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ କ୍ରୀଡ଼ା କ୍ଷେତ୍ରରେ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଇତିହାସ ରଚିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ଏହି କ୍ରୀଡାରେ କୃତ୍ବିତ୍ବ ହାସଲ କରିଥିବା ଖେଳାଳୀଙ୍କ ସହ ଭାବ ଆଦାନ ପ୍ରଦାନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ଭାରତୀୟ

ଜିମ୍ବାୱେ ଗସ୍ତ ପାଇଁ କୋଚ ହେବେ ଲକ୍ଷ୍ମଣ

ଆସନ୍ତା ୧୮ ତାରିଖ ଠାରୁ ଜିମ୍ବାଓ୍ବେ ଏବଂ ଭାରତ ମଧ୍ୟରେ ଦିନିକିଆ ଶୃଙ୍ଖଳା ଆରମ୍ଭ ହେବ । ତେବେ ଏହି ଗସ୍ତ ପାଇଁ ଟିମ୍ ଇଣ୍ଡିଆର ଅଧିନାୟକ ପରିବର୍ତ୍ତନ କରାଯାଇଥିବା ବେଳେ ଏବେ କୋଚ ମଧ୍ୟ ବଦଳି ହୋଇଛି । ଏହି ଶୃଙ୍ଖଳାରେ ନ୍ୟାସନାଲ କ୍ରିକେଟ ଏକାଡେମୀର ନିର୍ଦ୍ଦେଶକ ଭିଭିଏସ୍ ଲକ୍ଷ୍ମଣ

ରାଜ୍ୟସ୍ତରୀୟ ପରେଡକୁ ବର୍ଷା କରିପାରେ ଫିକା!

ରାଜ୍ୟରେ ଲାଗିରହିଛି ବର୍ଷା । ରାଜଧାନୀ ଭୁବନେଶ୍ବରରେ ଲଗାତର ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଆଗାମୀ ଦୁଇଦିନ ପୁଣି ବର୍ଷା ସଂଭାବନା ଥିବା ପାଣିପାଗ ବିଭାଗ କହିଛି । ଦିନକ ପରେ ସ୍ୱାଧୀନତା ଦିବସ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। ରାଜ୍ୟସ୍ତରୀୟ

ହୀରାକୁଦର 20 ଗେଟ ଖୋଲିଲା: ପ୍ରବଳ ବର୍ଷା ସଂଭାବନା

ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ସାରା ରାଜ୍ୟରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛି । ବିଭିନ୍ନ ନଦୀ ଜଳସ୍ତର ଆହୁରି ବଢ଼ିବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି।

ଭୁବନେଶ୍ୱର ରେଳ ଷ୍ଟେସନରେ ବିଭାଜନ ବିଭୀଷିକାର ସ୍ମରଣ ଦିବସରେ ଏକ ପ୍ରଦର୍ଶନୀ ଆୟୋଜିତ ହେବ

ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ 14 ଅଗଷ୍ଟ 2022 ରେ ଦେଶ ବିଭାଜନ ସମୟର ବିଭୀଷିକା (ଭୟ) ସ୍ମରଣ ଦିବସ ପାଳନ କରୁଛି । ମାନ୍ୟବର ପ୍ରଧାନମନ୍ତ୍ରୀ ତାଙ୍କର ଗତ ସ୍ୱାଧୀନତା ଦିବସ ଭାଷଣରେ "ବିଭାଜନ ବିଭୀଷିକା (ଭୟ) ସ୍ମରଣ ଦିବସ " ପାଳନ

ସୈନିକଙ୍କ ଗୌରବାର୍ଥେ ସୁପର ୨୫ ପ୍ରତିଯୋଗିତାକୁ ସେନା ସୁପର ୨୫ରେ ନାମକରଣ କରିବା ପାଇଁ ପରାମର୍ଶ

ଭାରତ ଉପରେ ବିଶ୍ୱ ଅନେକ ଅପେକ୍ଷା ରଖିଛି । ତେଣୁ ଯୁବଶକ୍ତି ନିଜ ଅଧିକାର ବିଷୟରେ ସଚେତନ ହେବା ବେଳେ ଏହି ବିଷୟକୁ ହୃଦୟଙ୍ଗମ କରନ୍ତୁ । ଦେଶ ପ୍ରତି ନିଜର ଦାୟିତ୍ୱ ଓ କର୍ତ୍ତବ୍ୟକୁ ବୁଝିବା ସହ ବୈଶ୍ୱିକ ସମସ୍ୟାକୁ ସମାଧାନ କରିବା ପାଇଁ ଅଧିକ ଯତ୍ନଶୀଳ ହେବା ପାଇଁ ପରାମର୍ଶ ଦେଇଛନ୍ତି

ମୟୂରଭଂଜରେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପକୁ ୬୮୫ କୋଟି ଟଙ୍କା

ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଜଳସେଚନ ପ୍ରକଳ୍ପର ଉଦଘାଟନ କରିଛନ୍ତି । https://twitter.com/Naveen_Odisha/status/1557969691431571456 ୬୮୫ କୋଟି ଟଙ୍କା ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମି

ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତିଙ୍କ ସହ ଭର୍ଚ୍ୟୁଆଲ ବୈଠକରେ କଥା ହେଲେ ପ୍ରଧାନମନ୍ତ୍ରୀ

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି । ମୋଦି ଜୋ ବାଇଡେନଙ୍କୁ କହିଛନ୍ତି ‘ଗତବର୍ଷ ସେପ୍ଟେମ୍ବରରେ ମୋର ୱାଶିଂଟନ ଗସ୍ତ ବେଳେ ଆପଣ କହିଥିଲେ ଯେ, ଭାରତ-ଆମେରିକା ଭାଗିଦାରୀ ବହୁ ବୈଶିକ ସମସ୍ୟା ସମାଧାନରେ ସହଯୋଗ କରିପାରିବ ।

ଅବସର ନେବେ ସୁରେଶ ମହାପାତ୍ର, ପୁଣି ବଢ଼ିବ କି କାର୍ଯ୍ୟକାଳ?

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ