ମୁମ୍ବାଇ ଆକ୍ରମଣକୁ ନେଇ ପୁଣିଥରେ ଏକ ଚାଞ୍ଚଲ୍ୟକର ତଥ୍ୟ

୨୬ ନଭେମ୍ବର ୨୦୦୮ ମୁମ୍ବାଇ ଆକ୍ରମଣକୁ ନେଇ ପୁଣିଥରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସେତେବେଳେ ଇସଲାମାବାଦରେ ଥିବା ଭାରତୀୟ ରାଷ୍ଟ୍ରଦୂତ ଶରତ ସଭରଓ୍ବାଲ ଏହି ମାମଲାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଦେଇଛନ୍ତି। ଶରତ କହିଛନ୍ତି ତାଙ୍କୁ ପାକିସ୍ତାନ ଆର୍ମିରୁ ତଥ୍ୟ ମିଳିଥିଲା

ଶୂନ୍ୟକାଳରେ ଉଠିଲା ରତ୍ନ ଭଣ୍ଡାର ପ୍ରସଙ୍ଗ

ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ବିଧାନସଭାରେ ହାଙ୍ଗାମା। ଶୂନ୍ୟକାଳରେ ଉଠିଲା ଏହି ପ୍ରସଙ୍ଗ  । ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ସରକାରଙ୍କୁ ଘେରିଥିଲେ। ବାଚସ୍ପତିଙ୍କ ରୁଲିଂ ଦାବି କରି ସେ କହିଥିଲେ ଯେ  ରତ୍ନ ଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ଏବଂ ବସାଯାଇ ଥିବା

ତୃପ୍ତିଙ୍କୁ ବୁଝାଇବାକୁ ଗଲେ ରବି ମିଶ୍ର

‘ପତି-ପତ୍ନୀ ଓ ପ୍ରକୃତି’ହାଇଡ୍ରାମାକୁ ୭ ଦିନ ବିତିଲାଣି। ପ୍ରକୃତିଙ୍କୁ ପୋଲିସ ଜେରା କରିଥିଲେ ବାବୁସାନଙ୍କ ପାଖକୁ ଆସିନି ପୋଲିସ। ତେବେ ପତ୍ନୀଙ୍କ ଏଫଆଇଆର୍ ଯୋଗୁ ବାବୁସାନ୍ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଥିବା ବେଳେ ଏପଟେ ପତି-ପତ୍ନୀଙ୍କ ମଧ୍ୟରେ ପ୍ୟାଚପ୍ ଲାଗି ଉଦ୍ୟମ ହୋଇଛି।

ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିଜେପି, କଂଗ୍ରେସ

ଆଉଟ ସୋର୍ସିଂ ଓ ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ରାଜ୍ୟରେ ଲକ୍ଷାଧିକ ପଦବୀ ଖାଲିପଡିଥିବା ବେଳେ ରାଜ୍ୟ ସରକାର ଯୁବବର୍ଗଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି ବିରୋଧୀ । ରାଜ୍ୟ ସରକାରଙ୍କ ୪୩ଟି ବିଭାଗରେ ୨ ଲକ୍ଷ ୨୬ ହଜାର ୫ ଶହ ୫୯ ସରକାରୀ ପଦବି

ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା

ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା । ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂହ ଓ ବ୍ୟାଡ୍‌ମିଣ୍ଟନ୍‌ ତାରକା ପିଭି ସିନ୍ଧୁ ତ୍ରିରଙ୍ଗା ଧରି ଭାରତୀୟ ଦଳର ନେତୃତ୍ବ ନେଇଥିଲେ। https://twitter.com/WeAreTeamIndia/status/1552759138102435841

ଦେଶରେ ୧୧ତମ କୃଷି ଗଣନାର ଶୁଭାରମ୍ଭ

ପ୍ରଥମ ଥର ପାଇଁ କୃଷି ଗଣନା ନିମନ୍ତେ ତଥ୍ୟ ସଂଗ୍ରହ ଏବଂ ହିସାବ ଗୁଡ଼ିକ ସ୍ମାର୍ଟ ଫୋନ୍ ଏବଂ ଟାବଲେଟ୍‌ରେ କରା ଯିବ ସାରା ଦେଶରେ ଆଜି କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମର ଏକାଦଶତମ କୃଷି ଗଣନା (୨୦୨୧- ୨୨)ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ

ତାମିଲନାଡୁ ହେଉଛି ଭାରତ ପାଇଁ ଚେସ୍‌ର ପାୱାରହାଉସ୍‌: ପ୍ରଧାନ

୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚେନ୍ନାଇର ଜେଏଲ୍‌ଏନ୍ ଇନଡୋର ଷ୍ଟାଡିୟମରେ ୪୪ ତମ ଚେସ୍ ଅଲିମ୍ପିଆଡ୍ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ କେନ୍ଦ୍ର ନୀତି ଆୟୋଗ ଉପାଧକ୍ଷ ସୁମନ ବେରୀ

କେନ୍ଦ୍ର ନୀତି ଆୟୋଗ ଉପାଧକ୍ଷ ସୁମନ ବେରୀ ପୁରୀ ଗ୍ରସ୍ତରେ ଆସି ପିପିଲି ବ୍ଳକରେ କେନ୍ଦ୍ର ସରକାରଙ୍କର ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟକାରୀତା ସମୀକ୍ଷା କରିଛନ୍ତି । ତାଙ୍କ ସହ ନୀତି ଆୟୋଗର ବରିଷ୍ଠ ସଭ୍ୟ ବିନୋଦ କୁମାର ପଲ ଓ ଅନ୍ୟ ସଦସ୍ୟ ମାନେ ପିପିଲି ବ୍ଳକର ବିଭିନ୍ନ ଅଞ୍ଚଳ

ବଲିଉଡ ନିଶାରେ ଓଲିଉଡ

ଓଡ଼ିଶାର ଚଳଚ୍ଚିତ୍ର ଅଭିନେତା ବାବୁସାନ ଓ ପ୍ରକୃତି ମିଶ୍ରଙ୍କୁ ନେଇ ସର୍ବତ୍ର ଚର୍ଚା ଚାଲିଛି ।ପ୍ରକୃତି ମିଶ୍ରଙ୍କ ପିତା ମନ୍ମଥ ମିଶ୍ର କହିଛନ୍ତି ଯେ ପ୍ରକୃତି ମାଧ୍ୟମରେ ବାବୁସାନ ବଲିଉଡରେ ପାଦଦେବାପାଇଁ ଚାହୁଁଥିଲେ । ପ୍ରକୃତି ମିଶ୍ର ବଲିଉଡ ଫିଲ୍ମ ଓ ସିରିୟଲରେ କାମ କରି ଯେଉଁ

ମିଥୁନଙ୍କ ଦାବି ପରେ ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ

ବିଜେପି ନେତା ତଥା ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ମମତା ଦିଦିଙ୍କ ନିଦ ହଜାଇଦେଇଛନ୍ତି । ମହାରାଷ୍ଟ୍ର ପରେ ପଶ୍ଚିମବଂଗରେ ବିଜେପି ସରକାର ଗଠନ କରିବାକୁ ନେଇ ଏବେ କୋଲକତାରୁ ଦିଲ୍ଲୀ ଚର୍ଚା ଆରମ୍ଭ ହୋଇଯାଇଛି । ଟିଏମସି ବିଧାୟକମାନେ ଏବେ ମିଥୁନଦାଦାଙ୍କ ସଂପର୍କରେ ରହିଛନ୍ତି ବୟାନକୁ