ଆଇଏସସି ଦ୍ବାଦଶ ଫଳ ୯୯.୩୮%
କାଉନସିଲ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ୍ସ(ସିଆଇଏସସିଇ) ଦ୍ବାରା ପରିଚାଳିତ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ (ଆଇଏସସି) ଦ୍ବାଦଶ ପରୀକ୍ଷା ଫଳ ରବିବାର ଅପରାହ୍ଣ ୫ଟାରେ ପ୍ରକାଶ ପାଇଛି। ଚଳିତ ବର୍ଷ ଦେଶରେ ମୋଟ ପାସହାର ୯୯.୩୮ ପ୍ରତିଶତ ହୋଇଛି। ଛାତ୍ରଙ୍କୁ ପୁଣି ପଛରେ!-->…