ଜଗଦୀପ ଧନଖଡ଼ ହେଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ଆସନ୍ତା ୬ ଅଗଷ୍ଟରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଉପରାଷ୍ଟ୍ରପତି ପଦ ପାଇଁ ଆଶାୟୀ ଭାବରେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରିଛନ୍ତି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ,!-->…