ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ

ଭାରତ କୁ ହରାଇଲା ଇଂଲଣ୍ଡ । ଏଜବେଷ୍ଟନ୍‌ କ୍ରିକେଟ୍‌ ଗ୍ରାଉଣ୍ଡରେ ୫ମ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ସହଜ ବିଜୟ ହାସଲ କରିଛି ଘରୋଇ ଦଳ ଇଂଲଣ୍ଡ । ୭ ଓ୍ବିକେଟରେ ଭାରତକୁ ପରାଜୟ କରିଛି । ୫ ଟିକିଆ ଟେଷ୍ଟ ୨-୨ରେ ବରାବର୍‌ ହୋଇଛି । Eng vs Ind Test ଦ୍ବିତୀୟ ଇନିଂସରେ ବିଜୟ

ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ ତମ ସ୍ୱାଧୀନତା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ୨୪୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଜୋ ବାଇଡେନ, ଉପରାଷ୍ଟ୍ରପତି କମଲା ହାରିସ

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା  

MCA student commits suicide in Bhubaneswar ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାରର ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ମିଳିଛି। ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି