ପଞ୍ଜାବ କ୍ୟାବିନେଟର ସମ୍ପ୍ରସାରଣ

ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨) ପଞ୍ଜାବରେ ମାନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ୫ଜଣ ଏଏପି ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ସନ୍ଧ୍ୟାରେ ପଞ୍ଜାବ ରାଜ ଭବନର ଗୁରୁ ନାନକ ଦେବ ଅଡିଟୋରିୟମରେ ନୂତନ ନିଯୁକ୍ତ ପଞ୍ଜାବ ମନ୍ତ୍ରିମଣ୍ଡଳର ଶପଥ