ଆଜି ନାମାଙ୍କନ ଭରିବେ ୪ ବିଜେଡି ପାର୍ଥୀ…
ମେଟ୍ରୋ ଟିଭି ଓଡିଶା (୩୧.୫.୨୦୨୨ )
ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡିର ୪ ପାର୍ଥୀ । ଜୁନ୍ ୨ ତାରିଖ ନାମାଙ୍କନ ପାଇଁ ଶେଷ ତାରିଖ ଥିବା ବେଳେ ଆଜି ନାମାଙ୍କନ ଭରିବେ । ବିଜେଡିର ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ନିରଞ୍ଜନ ବିଶି ନାମାଙ୍କନ!-->!-->!-->…