ଡେଲ୍ଟା ନୁହେଁ ଆମେରିକାରେ ଓମିକ୍ରନରେ ଅଧିକ ମୃତ୍ୟୁ

ମେଟ୍ରୋ ଟିଭି ଓଡିଶା,୩୦/୧ : କରୋନା ମହାମାରୀ ଦୁଇବର୍ଷ ଲୋକଙ୍କ ନିଦ ହଜାଇ ଦେଇଥିଲା । ନିଜ ଆତ୍ମୀୟ ଲୋକଙ୍କୁ ବି ଛୁଇଁବା ପାଇଁ ଡର ଲାଗୁଥିଲା । କାରଣ ବାହାରେ ରହୁଥିବା ପରିବାର ବର୍ଗଙ୍କ ଠାରୁ ସାମାଜିକ ଦୂରତା ରଖିବାକୁ ପଡୁଥିଲେ । ସେତେବେ ଲୋକେ ଲକଡାଉନ ସଟଡାଉନରେ ଛନ୍ଦି ହୋଯାଇଥିଲେ ।

୫ ଆତଙ୍କବାଦୀଙ୍କୁ ନିହତ କରିଛି ଜମ୍ମୁ-କାଶ୍ମୀର ସେନା

ମେଟ୍ରୋ ଟିଭି ଓଡିଶା,୩୦/୧ : ଜମ୍ମୁ-କାଶ୍ମୀରରେ ସେନାକୁ ବଡ ସଫଳତା ମିଳିଛି । ଏନକାଉଣ୍ଟରରେ ୫ ପାକିସ୍ତାନୀ ଆତଙ୍କବାଦୀ ନିହତ କରିଛି ସେନା। ଜମ୍ମୁ-କାଶ୍ମୀରରେ ୧୨ ଘଣ୍ଟାରେ ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ମୃତ୍ୟୁ ହୋଇଛି। ବଡଗାମରେ ସୁରକ୍ଷାକର୍ମୀଙ୍କ

ଜଗନ୍ନାଥଙ୍କର କ୍ଷୁଦ୍ରତମ ଚିତ୍ର ଅଙ୍କନ କରି ଅନ୍ତର୍ଜାତୀୟ ରେକର୍ଡସରେ ଶୁବ୍ରଜିତ ପଣ୍ଡା

ମେଟ୍ରୋ ଟିଭି ଓଡିଶା,୩୦/୧ : ଅନ୍ତର୍ଜାତୀୟ ବୁକ୍ ଅଫ୍ ରେକର୍ଡସରେ ସାମିଲ ହୋଇଛନ୍ତି କଟକ ଜିଲ୍ଲା କହ୍ନେଇପୁରର ଶୁବ୍ରଜିତ ପଣ୍ଡା। କଉଡ଼ି ଉପରେ ବିଶ୍ୱର ସର୍ବକ୍ଷୁଦ୍ରତମ ଶ୍ରୀଜଗନ୍ନାଥ ଅଙ୍କନ କରି ସେ ଏହି ଅନ୍ତର୍ଜାତୀୟ ରେକର୍ଡସରେ ସାମିଲ ହୋଇଛନ୍ତି। ୨.୫ ସେମି ଦୈର୍ଘ୍ୟ ଓ ୧.୪ ସେମି

ବିଶ୍ୱ କୁଷ୍ଠ ନିରାକରଣ ଦିବସ : ରାଜ୍ୟରେ ଅବହେଳିତ ଅବସ୍ଥାରେ କୁଷ୍ଠ ରୋଗୀ

ମେଟ୍ରୋ ଟିଭି ଓଡିଶା,୩୦/୧ : ଆଜି ବିଶ୍ୱ କୁଷ୍ଠ ନିରାକରଣ ଦିବସ । ଏହି ଅବସରରେ ସାରା ବିଶ୍ୱରେ ଏହି ରୋଗକୁ ନେଇ ସଚେତନା କରାଯାଉଥିବା ଜଣାପଡିଛି । ଏଭଳି ସ୍ଥଳେ ଏମ୍‌ଡିଟି ଖାଆନ୍ତୁ କୁଷ୍ଠ ହଟାନ୍ତୁ । କୁଷ୍ଠ ହଟିନି କିନ୍ତୁ ଅବ୍ୟବସ୍ଥା ବଢିଛି । ହେଲେ ଅନେକ ସ୍ଥାନରେ ଏବେବି କୁଷ୍ଠ ରୋଗୀ

ମନେପଡୁଛନ୍ତି ମହାତ୍ମା ଗାନ୍ଧୀ

ମେଟ୍ରୋ ଟିଭି ଓଡିଶା,୩୦/୧ : ସାରା ଦେଶ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ମନେପକାଉଛନ୍ତି । ଦେଶ ପାଇଁ ଗାନ୍ଧୀ ଦେଇଥିଲେ ବଳିଦାନ । ତାଙ୍କର ଏହି ବଳିଦାନ ଆଜି ବି ଲୋକଙ୍କ ମନରେ ଉଜୁପିତ ହୋଇ ରହିଛି । ସେହି ମହାନ ପୁରୁଷରଙ୍କର ଆଜି ଶ୍ରାଦ୍ଧ ଦିବସ । ଭାରତର ସ୍ୱାଧୀନତା

ଚୀନର ନୂଆ ନିୟମ : ପିଲା ଜନ୍ମ କର ପଇସା ନିଅ

ମେଟ୍ରୋ ଟିଭି ଓଡିଶା,୩୦/୧ : ଜନସଂଖ୍ୟା ଅଭିବୃଦ୍ଧିର ମନ୍ଥର ଗତିକୁ ନେଇ ଚୀନ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ବର୍ତ୍ତମାନ ଚୀନ୍ ସରକାର ପରିବାର ଯୋଜନା ନିୟମକୁ କୋହଳ କରିଛନ୍ତି । ଏହି ନୂଆ ନିୟମ ଅନୁୟାୟୀ ବର୍ତ୍ତମାନ ଚାଇନାରେ ଦମ୍ପତ୍ତି ତିନୋଟି ସନ୍ତାନ ଜନ୍ମ କରିପାରିବେ ।

ରାଜ୍ୟରେ ୧୦ ଡିଗ୍ରୀ ତଳେ ରହିଛି ୧୦ ସହର

ମେଟ୍ରୋ ଟିଭି ଓଡିଶା,୩୦/୧ : ନୂଆବର୍ଷର ମାସ ଶେଷରେ ଥରାଉଛି ହାଡଭଙ୍ଗା ଶୀତ । ଆହୁରି ୨୪ଘଣ୍ଟା ଶୀତ ଲହରୀ ଲାଗିରହିବ। ୧୦ ଡିଗ୍ରୀ ସେଲସିୟସ ତଳେ ୧୦ ସହରର ରାତି ତାପମାତ୍ରା ରହିଛି । ପଶ୍ଚିମାଝଡ଼ ପ୍ରଭାବ କମିବା ସହ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ ଏବେ

ଭକ୍ତି ଓ ପର୍ଯ୍ୟଟନର ଅଦ୍ଭୁତ ସମାହାର ମହାବିନାୟକ କ୍ଷେତ୍ର

ଓଡ଼ିଶା ର ପଞ୍ଚକ୍ଷେତ୍ର ମଧ୍ୟରେ ଅଗ୍ରଗଣ୍ୟ କ୍ଷେତ୍ର, ମହାବିନାୟକ କ୍ଷେତ୍ର ଯେଉଁଠାରେ ଶିବ, ପାର୍ବତୀ, ବିଷ୍ଣୁ ଓ ସୂର୍ଯ୍ୟ ଉପସ୍ଥିତ ହୋଇ ପ୍ରଭୁ ଶ୍ରୀ ଗଣେଶ ଙ୍କ ଜୀବନ୍ୟାସ କରାଇଥିଲେ । ପଞ୍ଚ ଦେବଙ୍କ ଉପସ୍ଥିତି କାରଣରୁ ଏହା ପଞ୍ଚ ଶୈବ କ୍ଷେତ୍ର ମଧ୍ୟରୁ ଆଦ୍ୟ କ୍ଷେତ୍ର । ଯାଜପୁର

ନ୍ୟାୟ ପାଇଁ “ଭଦ୍ରକ ନାରୀ ଶକ୍ତିର’ ଲଢେଇ

ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଅଧିନସ୍ଥ ଦେଓପଦା ଅଞ୍ଚଳର ଶ୍ରୀମତୀ ଗୀତାରାଣୀ ରାଉତଙ୍କ ସ୍ବାମୀ ପ୍ରମୋଦ ରାଉତ କେନ୍ଦୁଝର ଅଞ୍ଚଳର ତାଙ୍କ ବଡଯାଆ ଆଶାକର୍ମୀ ପୂର୍ଣ୍ଣିମା ରାଉତଙ୍କ ସହିତ ଅନୈତିକ ସଂପର୍କ ରଖୁଥିବାର ଜାଣିବା ପରେ ଗୀତରାଣୀଙ୍କ ପରିବାର ପକ୍ଷରୁ ଏଥିରୁ ବିରତ ରହିବାକୁ

ଗାୟକ କ୍ରିସ ବ୍ରାଉନ ଫ୍ଲୋରିଡାର ୟାଥରେ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି

ଗାୟକ କ୍ରିସ ବ୍ରାଉନଙ୍କୁ କାଲିଫର୍ନିଆରେ ବଳାତ୍କାର ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଛି ଯେଉଁଥିରେ ତାଙ୍କ ପୀଡିତା ତାଙ୍କୁ ଡ୍ରଗ୍ସ କରିଥିବା ଏବଂ ରେପ୍ ମୋଗଲ ଡିଡିଙ୍କ ଫ୍ଲୋରିଡା ଘରେ ଏକ ୟାଥରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କୋର୍ଟ କାଗଜପତ୍ରରେ କେବଳ ଜେନ ଡୋ ବୋଲି ଚିହ୍ନିତ