ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ପ୍ରକାଶ

ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ପରୀକ୍ଷାରେ ମୋଟ ୮୦୬ଜଣ କୃତକାର୍ୟ୍ୟ ହୋଇଥିଲା ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି ।…

ଲଞ୍ଚ ହେଲା ଭାରତର ପ୍ରଥମ ଭର୍ଟିକଲ୍ ଓଟିଟି ଆପ୍ ‘ରକେଟ୍ ରିଲ୍ସ

ଥ୍ରୀଲର, ରୋମାନ୍ସ, କମେଡିରେ ଭରପୁର ଏକ ଆପ୍ ଲଞ୍ଚ ହୋଇଛି । ଯାହାକି ଡିଜିଟାଲ୍ ମନୋରଞ୍ଜନ ଜଗତରେ ହଇଚଇ ସୃଷ୍ଟି କରିଛି । ଏହା ହେଉଛି ଭାରତର ପ୍ରଥମ ଭର୍ଟିକଲ୍ ଓଟିଟି ଆପ୍ 'ରକେଟ୍ ରିଲ୍ସ' । ଭର୍ଟିକଲ୍ ଓଟିଟି ପ୍ଲାଟଫର୍ମଟି ଅଗଷ୍ଟ ୧ ତାରିଖରେ ୧୫ଟି ସିରିଜ୍ ସହିତ ଲଞ୍ଚ ହୋଇଥିଲା । ଅଳ୍ପ…

ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ

ସଂସଦର ଦୁଇ ସଦନର ମଂଜୁରୀ ପରେ ଅନଲାଇନ ବେଟିଂକୁ ନିଷିଦ୍ଧ କରୁଥିବା ଅନଲାଇନ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି । ଏହା ପରେ ଏହି ବିଲ୍ ଆଇନରେ ପରିଣତ ହୋଇଛି । ଖୁବଶୀଘ୍ର ଏହି ଆଇନର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦେଶରେ ଅନଲାଇନ ବେଟିଂ ନିଷିଦ୍ଧ ହୋଇଯିବ ।…

ବଦଳିଲେ ୮ ଜିଲ୍ଲା ଏସ୍‌ପି

ଆଇପିଏସ୍‌ ସ୍ତରରେ ଆଜି ବଡ଼ଧରଣର ଅଦଳବଦଳ ହୋଇଛି। ଏସ୍‌ଏଫ୍‌ଏସ୍‌ଏଲ୍‌ ନିର୍ଦ୍ଦେଶକଙ୍କଠାରୁ ଆରମ୍ଭ କରି ରେଞ୍ଜ୍‌ ଡିଆଇଜି, ଏସ୍‌ପି ପର୍ଯ୍ୟନ୍ତ ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ବଦଳି କରାଯାଇଛି। ଦୁଇ ରେଞ୍ଜ ଓ ୮ ଜିଲ୍ଲା ଏସ୍‌ପିଙ୍କର ପରିବର୍ତ୍ତନ କରାଯାଇଛି। ଏ ନେଇ ଗୁରୁବାର ରାଜ୍ୟ ଗୃହ…

ସବୁ ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା

ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ…

ରାଜ୍ୟରେ ପର୍ଯ୍ୟଟନର ବିକାଶ ପାଇଁ ୩ଟି ଏମ୍‌ଓୟୁ ସ୍ବାକ୍ଷରିତ

ରାଜ୍ୟରେ ପର୍ଯ୍ୟଟaନର ବିକାଶ ପାଇଁ ଆଜି ଲୋକସେବା ଭବନରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ୩ଟି ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ…

୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା

ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଚଳିତ ଡିସେମ୍ବରରେ ନିଜର ପ୍ରଥମ ଗଗନଯାନ ପରୀକ୍ଷଣ ଅଭିଯାନ ଆରମ୍ଭ କରିବାକୁ ପ୍ରସ୍ତୁତ ବୋଲି ମହାକାଶ ଏଜେନ୍ସି ମୁଖ୍ୟ ଭି ନାରାୟଣନ ସୂଚନା ଦେଇଛନ୍ତି। ଭାରତର ଅନ୍ୟତମ ମହାକାଶଚାରୀ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କ ଦ୍ୱାରା ଏକ ସାମ୍ବାଦିକ…

ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ

ବିରୋଧୀ ଇଣ୍ଡି ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସୁଦର୍ଶନ ରେଡ୍ଡି ଆଜି ପ୍ରାର୍ଥିପତ୍ର ଦାଖଲ…

ରାଶିଫଳ :ଦାମ୍ପତ୍ୟ ଜୀବନରେ ନୂତନତ୍ବ ଆସିବ

ମେଷ:-ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ଜୀବନସାଥୀ ସହିତ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଲେଖକଙ୍କୁ ଖ୍ୟାତି ମିଳିବ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ନୂଆ ରାସ୍ତା ଖୋଲିବ। ଦାମ୍ପତ୍ୟ ଜୀବନରେ ନୂତନତ୍ବ ଆସିବ ବୃଷ:-ଏକାଗ୍ରଚିତ୍ତରେ କରୁଥିବା କାମର ସଫଳ ହେବେ। ଆପଣଙ୍କର…