ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି।
ଦୁଇ ନେତା ୟୁକ୍ରେନ ଏବଂ ପଶ୍ଚିମ ଏସିଆ କ୍ଷେତ୍ରରେ ଦେଖା ଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଚାଲିଥିବା ପ୍ରୟାସ…