ଚଳିତ ମାସ ୧୫ରେ ଆରମ୍ଭ କରାଯାଇଥିବା ବର୍ଷିକିଆ ଫାସ୍‌ଟ୍ୟାଗ୍‌ ପାସ୍‌ ବେଶ୍‌ ଗ୍ରହଣୀୟ, ଚାରି ଦିନରେ ୫ ଲକ୍ଷ ପାସ୍…

ଚଳିତ ମାସ ୧୫ରେ ଆରମ୍ଭ କରାଯାଇଥିବା ବର୍ଷିକିଆ ଫାସ୍‌ଟ୍ୟାଗ୍‌ ପାସ୍‌ ବେଶ୍‌ ଗ୍ରହଣୀୟ ହୋଇଛି। ମାତ୍ର ଚାରି ଦିନରେ ୫ ଲକ୍ଷ ପାସ୍ ଜାରି କରାଯାଇଛି। ତାମିଲନାଡ଼ୁରେ ସର୍ବାଧିକ ପାସ୍ ଜାରି କରାଯାଇଥିବା ବେଳେ ତା’ପଛକୁ ରହିଛନ୍ତି କର୍ଣ୍ଣାଟକ ଓ ହରିୟାଣା। ତାମିଲନାଡ଼ୁ, କର୍ଣ୍ଣାଟକ ଓ…

ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପ୍ରାର୍ଥୀ, କିନ୍ତୁ ଜିତିବେ ଏନଡିଏ ପ୍ରାର୍ଥୀ !

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିରୋଧୀ । ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ତାଙ୍କ ନାମ ଘୋଷଣା କରିଛନ୍ତି । ତେବେ ସୁଦର୍ଶନ ରେଡ୍ଡୀ ହେଉଛନ୍ତି…

ପୁଟିନଙ୍କ ସହ ଫୋନ୍‌ରେ ଆଲୋଚନା କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତ ସଂପର୍କରେ ମୁଖ୍ୟତଃ କଥାବାର୍ତ୍ତା ହୋଇଛି। ଏହି ସାକ୍ଷାତ ଭାରତ, ରୁଷିଆ…

ଶ୍ରୀମନ୍ଦିରରେ କାଳୀୟଦଳନ ନୀତି  

ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…

ନବୀନ କାହାକୁ ଦେବେ ସମର୍ଥନ

ୱକଫ୍‌ ବିଲ୍‌ ପ୍ରସଙ୍ଗରେ ବିଜେଡି ବିବେକ ଅନୁସାରେ ଭୋଟ ଦେବାକୁ ନିଜର ସାଂସଦଙ୍କୁ କହିଥିଲା ।  ଏହି ପ୍ରସଙ୍ଗରେ ଦଳ ଭିତରେ ପ୍ରଥମ ଥର ପାଇଁ ବଡ଼ ଧରଣର ବିଦ୍ରୋହ ହୋଇଥିଲା ।  ଉପରାଷ୍ଟ୍ରପତି ପ୍ରସଙ୍ଗରେ ବିଜେଡି ଏନଡିଏକୁ ସମର୍ଥନ ଦେବ କି ନାହିଁ ସମୟ କହିବ । ଯଦି ବିଜେଡି ଏନ୍‌ଡିଏ…

ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ୯.୬ କିମି…

ରାଶିଫଳ :ଶତ୍ରୁଙ୍କୁ ପରାସ୍ତ କରିବେ

ମେଷ: ଇଜିନିୟର୍ସଙ୍କ ଲାଗି ଦିନଟି ଭଲ। କାମ ପ୍ରତି ଏକାଗ୍ରତା ଓ ନିଷ୍ଠା ବଢ଼ିବ। ପ୍ରିୟଜନଙ୍କ ସହ ଜିନିଷ କିଣିବାକୁ ଯିବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ।‌ ଶତ୍ରୁଙ୍କୁ ପରାସ୍ତ କରିବେ ବୃଷ: ଅଫିସରେ ଆପଣଙ୍କ କାମର ଲୋକେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ…

ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର

ବିହାରରେ ନିର୍ବାଚନ କମିସନଙ୍କ ପକ୍ଷରୁ କରାଯାଉଥିବା ଭୋଟର ତାଲିକାର ଏସଆଇଆର ବା  ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ନିର୍ବାଚନ କମିସନ କହିଛନ୍ତି ଯେ ଖୁବଶୀଘ୍ର ଓଡ଼ିଶା ସମେତ ଅନ୍ୟ…

ଟେନସନ୍ ଶରୀର ପାଇଁ ସ୍ଲୋ ପଏଜନ୍ ଭଳି କାମ କରେ

ବିଭିନ୍ନ କାରଣ ନେଇ ଆଜିର ଜୀବନଶୈଳୀ ଅତ୍ୟନ୍ତ ଜଟିଳ ହୋଇଛି, ଯେଉଁଥିପାଇଁ ଲୋକ ଚାପଗ୍ରସ୍ତ ରହୁଛନ୍ତି । କିନ୍ତୁ ଛୋଟ କାରଣ ଭାବରେ ବିଚାର କରି ଟେନସନକୁ ଅଣଦେଖା କରନ୍ତୁ ନାହିଁ । ଏପରି କରିବା ଦ୍ୱାରା ଆପଣଙ୍କର ସମସ୍ୟା ଆହୁରି ବଢ଼ିବ । ଟେନସନ ଦୂର କରିବାର ଅର୍ଥ ନୁହେଁ ଯେ ଆପଣ…

ରାଜ୍ୟରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ…