ପ୍ରାକୃତିକ ବିପର୍ଯ୍ୟୟରେ ଜମି ହରାଇଥିଲେ ଜମି ଦେବେ ସରକାର
ଜମି ହରାଇଥିଲେ ଜମି ଦେବେ ସରକାର। ଏଭଳି ପ୍ରତିଶ୍ରୁତି ଦେଇ ଚର୍ଚ୍ଚାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଯେଉଁମାନେ ଜମି ହରାଉଛନ୍ତି ସେମାନଙ୍କୁ ସରକାର ଜମି ଦେବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ। ଏନେଇ ଖୁବଶୀଘ୍ର ସବୁ ଜିଲ୍ଲାପାଳମାନଙ୍କୁ ରିପୋର୍ଟ…