ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।…

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ସିବିଆଇର ଚଢାଉ

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ…

୫୦ ପ୍ରତିଶତ ଟାରିଫ ଲାଗିବା ପରେ ଏକାଠି ହେଲେ ଭାରତ – ବ୍ରାଜିଲ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଓ ବ୍ରାଜିଲ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଯିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା ଫୋନରେ ଆଲୋଚନା କରିଛନ୍ତି। ଲୁଲା ପ୍ରକାଶ କରିଛନ୍ତି ଯେ, ସେମାନେ…

ଭାରତବାସୀଙ୍କୁ ସୁଲଭ ମୂଲ୍ୟରେ ଏଲପିଜି ଦେବା ପାଇଁ ୩୦ହଜାର କୋଟିର ଉପହାର ଘୋଷଣା କଲେ କେନ୍ଦ୍ର ସରକାର

ଏଲପିଜି ଦର ସ୍ଥିର ରଖିବା ପାଇଁ ମୋଦୀ ସରକାରଙ୍କ ବଡ଼ ଘୋଷଣା। ଭାରତବାସୀଙ୍କୁ ସୁଲଭ ମୂଲ୍ୟରେ ଏଲପିଜି ଦେବା ପାଇଁ ଘୋଷଣା କଲେ ୩୦ହଜାର କୋଟିର ଉପହାର। କେନ୍ଦ୍ର କ୍ୟାବିନେଟ୍ ଆଜି ମୋଟ ୫୨,୬୬୭ କୋଟି ଟଙ୍କାର ପାଣ୍ଠି/ପ୍ରକଳ୍ପକୁ ଅନୁମୋଦନ କରିଛି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ…

ଯିଏ ସଲମାନଙ୍କ ସହ କାମ କରିବ ସେ ମରିବ – ଲରେନ୍ସ ବିଷ୍ଣୋଇ

କାନାଡାର ସରେରେ ଥିବା କପିଲ ଶର୍ମାଙ୍କ କାପ୍ସ କାଫେ ଉପରେ ଗୁରୁବାର ପୁଣି ଥରେ ଗୁଳି ଚାଳନା ହୋଇଥିଲା। ଗୋଟିଏ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସରେରେ ଥିବା କପିଲ ଶର୍ମାଙ୍କ କାପ୍ସ କାଫେରେ ଗୁଳି ଚାଳନା ହେବା ପରେ ଏବେ କପିଲଙ୍କ ପ୍ରଶଂସକ ଚିନ୍ତାରେ ପଡ଼ିଛନ୍ତି। କିଏ ଓ କାହିଁକି ଏଭଳି…

ଟ୍ରମ୍ପଙ୍କ ଶୁକ୍ଳ ଚଡ଼କ -ଓଡ଼ିଶା ଚିଙ୍ଗୁଡ଼ି ରପ୍ତାନି ୭୦ ପ୍ରତିଶତ କମିବ

ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ସାମୁଦ୍ରିକ ଖାଦ୍ୟ ରପ୍ତାନି ରାଜ୍ୟ। ଓଡ଼ିଶାର ମୋଟ ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନିରୁ ପ୍ରାୟ ୭୦ ପ୍ରତିଶତ  ଯୁକ୍ତରାଷ୍ଟ୍ର ଆମେରିକାକୁ ହୋଇଥାଏ। ବର୍ଷକୁ ପ୍ରାୟ ୨୦୦୦ କୋଟି ଟଙ୍କାର ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟ ଓଡ଼ିଶା ଆମେରିକା…

ହସ୍ତତନ୍ତ ଆତ୍ମନିର୍ଭରଶୀଳତାର ପ୍ରତୀକ; ଶ୍ରୀ ଶିବରାଜ ସିଂହ

ଜାତୀୟ ହସ୍ତତନ୍ତ ଦିବସ ଅବସରରେ କେନ୍ଦ୍ର ଗ୍ରାମୀଣ ବିକାଶ ଏବଂ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀର କୃଷି ଭବନରୁ ଲକ୍ଷ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍ଏଚଜି) ମହିଳା ସଦସ୍ୟଙ୍କ ସହ ଭର୍ଚୁଆଲ ମାଧ୍ୟମରେ ମତ ବିନିମୟ କରିଥିଲେ। ଗ୍ରାମୀଣ ବିକାଶ…

୧୧ତମ ଜାତୀୟ ହସ୍ତତନ୍ତ ଦିବସରେ ସମ୍ମାନଜନକ ହସ୍ତତନ୍ତ ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ ଆଜି ନୂଆଦିଲ୍ଲୀରେ ୧୧ତମ ଜାତୀୟ ହସ୍ତତନ୍ତ ଦିବସର ଉଦଘାଟନ କରିଥିଲେ ଏବଂ ସମ୍ମାନଜନକ ହସ୍ତତନ୍ତ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବୈଦେଶିକ ଏବଂ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପବିତ୍ର ମାର୍ଗେରିଟା, ଖାଉଟି ବ୍ୟାପାର,…

ମାଲ ପରିବହନକୁ ୨୩୦ ନିୟୁତ ମେଟ୍ରିକ୍ ଟନ୍ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଲକ୍ଷ୍ୟ

ଉପକୂଳ ଜାହାଜ ଚଳାଚଳ ଆଇନ, ୨୦୨୫ ଗୃହୀତ ହେବା ସହିତ, ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ତିନୋଟି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଆଇନକୁ ସଂସଦର ମଞ୍ଜୁରି ମିଳିଛି । ସେଗୁଡ଼ିକ ହେଲା ବାଣିଜ୍ୟିକ ଜାହାଜ ଚଳାଚଳ ବିଲ୍ ୨୦୨୫, ସାମୁଦ୍ରିକ ମାଲ୍‌ ପରିବହନ ବିଲ୍, ୨୦୨୫ ଏବଂ ଉପକୂଳ ଜାହାଜ…

ରାଶିଫଳ : ପରିବାର, ବନ୍ଧୁମାନଙ୍କଠାରୁ ଆର୍ଥିକ ଲାଭ ପାଇବେ

ମେଷ: ଆପଣଙ୍କ ସମ୍ମୁଖକୁ କିଛି ଭଲ ସୁଯୋଗ ଆସିବ। ପର୍ଯ୍ୟଟନ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ଲାଗି ଦିନଟି ଭଲ। ପ୍ରିୟତମଙ୍କ ସହ ସମ୍ବନ୍ଧ ମଜଭୁତ ହେବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର, ବନ୍ଧୁମାନଙ୍କଠାରୁ ଆର୍ଥିକ ଲାଭ ପାଇବେ ବୃଷ: ସବୁ ଅଶାନ୍ତି ଦୂର ହେବ।…