କେନିଙ୍ଗଟନ ଓଭାଲ ଟେଷ୍ଟ : ଭାରତ ଇଂଲଣ୍ଡକୁ ୬ ରନରେ ପରାସ୍ତ କରିଛି

କେନିଙ୍ଗଟନ ଓଭାଲ ଟେଷ୍ଟରେ ଭାରତର ଐତିହାସିକ ବିଜୟ ହାସଲ କରିଛି । ଏକ ରୋମାଞ୍ଚକର ମ୍ୟାଚରେ ଭାରତ ଇଂଲଣ୍ଡକୁ ୬ ରନରେ ପରାସ୍ତ କରିଛି । ଏହା ସହିତ ୫ ଟିକିଆ ସିରିଜ ୨-୨ରେ ଡ୍ର ହୋଇଛି । ଆଜି ଥିଲା ମ୍ୟାଚର ୫ମ ତଥା ଶେଷ ଦିନ । ଶେଷ ଦିନରେ ବିଜୟ ପାଇଁ ଇଂଲଣ୍ଡ ୩୫ ରନ ଆବଶ୍ୟକ ଥିବାବେଳେ ଭାରତ…

ବଳଙ୍ଗା ପୀଡ଼ିତାଙ୍କର ଅନ୍ତିମ ସଂସ୍କାର

ଶନିବାର ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ…

ଏଫଏମ ଛାତ୍ରୀ ଆତ୍ମଦାହ ମାମଲା, ବନ୍ଧା ହେଲେ ଦୁଇ ଛାତ୍ର

ଏଫଏମ କଲେଜରେ ଛାତ୍ରୀ ଆତ୍ମଦାହ ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ। ଘଟଣାର ୨୩ ଦିନ ପରେ କ୍ରାଇମବ୍ରାଞ୍ଚ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଛାତ୍ର ଦୁଇ ଜଣ ହେଲେ ଶୁଭ୍ର ସମ୍ବିତ ନାୟକ, ଜ୍ୟୋତି ପ୍ରକାଶ ବିଶ୍ବାଳ। ଗତକାଲି ରାତି ପ୍ରାୟ ସାଢେ ୧୧ଟାରେ ଗିରଫ ପରେ…

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ସକାଳୁ ସକାଳୁ ଶୈବପୀଠରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଷେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ…

୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ

୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ…

୩୭ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ

ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (ଏନପିପିଏ) ପାରାସିଟାମଲ୍, ଆଟୋରଭାଷ୍ଟାଟିନ୍, ଆମୋକ୍ସିସିଲିନ୍ ସମେତ ୩୭ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। କେନ୍ଦ୍ର ରାସାୟନ ଏବଂ ସାର ମନ୍ତ୍ରଣାଳୟ ଔଷଧ (ମୂଲ୍ୟ ନିୟନ୍ତ୍ରଣ), ୨୦୧୩ ଅନୁଯାୟୀ ଔଷଧ ମୁଖ୍ୟ ହ୍ରାସ ସମ୍ପର୍କିତ…

ଆଜିର ରାଶିଫଳ

ମେଷ: ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି କୃଷି କର୍ମରେ ତତ୍ପର ହେବେ। ଗୃହ ପରିବେଶ ଉତ୍ତମମାନର ରଖିପାରନ୍ତି। କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ଅତ୍ରାହିଭଞ୍ଜନ ପ୍ରଭୁ ଗତି, ମୁକ୍ତିଦାତାଙ୍କ ଶରଣାପନ୍ନ ହେବେ। ବୃଷ: ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ଦୀନଜନମାନଙ୍କର ନିୟନ୍ତା ହେବେ।…

ଆଣ୍ଡରସନ-ତେନ୍ଦୁଲକର ସିରିଜ୍‌ରେ ଶେଷ ଟେଷ୍ଟ ମ୍ୟାଚ୍‌ : ଇଂଲଣ୍ଡକୁ ଭାରତ ୩୭୪ ରନ୍ ବିଜୟ ଲକ୍ଷ୍ୟ ଦେଇଛି

ଆଣ୍ଡରସନ-ତେନ୍ଦୁଲକର ସିରିଜ୍‌ରେ ଶେଷ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡକୁ ଭାରତ ୩୭୪ ରନ୍ ବିଜୟ ଲକ୍ଷ୍ୟ ଦେଇଛି । ଭାରତ ଦ୍ୱିତୀୟ ପାଳିରେ ୩୯୬ ରନ୍ ସଂଗ୍ରହ କରିଥିବା ବେଳେ ଜବାବରେ ଇଂଲଣ୍ଡ ଗୋଟିଏ ୱିକେଟ ହରାଇ ୫୦ ରନ୍‌ କରିଛି । ମ୍ୟାଚ୍‌ରେ ବିଜୟୀ ହେବାକୁ ହେଲେ ଭାରତକୁ ଆହୁରି ୯ ୱିକେଟ୍‌ର…

ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର

ଭାରତର ସ୍ୱଦେଶୀ ଅସ୍ତ୍ରଶସ୍ତ୍ର  ବ୍ୟବହାର କରି ଭବିଷ୍ୟତରେ ଯେକୌଣସି ଆତଙ୍କୀ କାର୍ଯ୍ୟର ନିର୍ଣ୍ଣାୟକ ଜବାବ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛନ୍ତି। ଉତ୍ତରପ୍ରଦେଶର ବାରାଣସୀରେ ଉଦ୍‌ବୋଧନ ଦେଇ ମୋଦୀ ଘୋଷଣା କରିଛନ୍ତି, ବ୍ରହ୍ମୋସ୍…

ଇସ୍ରାଏଲ ଏକ ଘରିଆ

ଗାଜାରେ ଚାଲିଥିବା ହିଂସା ଏବଂ ମାନବାଧିକାର ଉଲ୍ଲଂଘନ ପାଇଁ ସମଗ୍ର ବିଶ୍ୱରେ ଇସ୍ରାଏଲ  ବିରୁଦ୍ଧରେ ସମାଲୋଚନା ନିରନ୍ତର ବୃଦ୍ଧି ପାଉଛି। ଏବେ ସ୍ଲୋଭେନିଆ ଏକ ବଡ଼ ଏବଂ କଠୋର ପଦକ୍ଷେପ ନେଇଛି।  ଇସ୍ରାଏଲ ସହିତ ଯେକୌଣସି ପ୍ରକାରର ଅସ୍ତ୍ରଶସ୍ତ୍ର କାରବାରକୁ ସ୍ଲୋଭେନିଆ  ସମ୍ପୂର୍ଣ୍ଣ ନିଷିଦ୍ଧ…