ବନ୍ଧୁ ପାଇଁ ଦିନି ଟିଏ

ଆଜି ଫ୍ରେଣ୍ଡସିପ୍ ଡେ ।  ବନ୍ଧୁ ପାଇଁ ଦିନି ଟିଏ । ବନ୍ଧୁତ୍ୱର ବନ୍ଧନ କେଉଁ କାଳରୁ ଚାଲିଆସିଛି,  ତାହା କହିହେବନି ।  ରାଜଧାନୀର ବିଭିନ୍ନ ଜାଗାରେ ଆଜି ଫ୍ରେଣ୍ଡସିପ୍ ଡେ ପାଳନ ଆଜି ଫ୍ରେଣ୍ଡସିପ୍ ଡେ ହେଉଛି । ଫ୍ରେଣ୍ଡସିପ୍ ଡେରେ ନିଜ ବନ୍ଧୁଙ୍କୁ ଉପହାର ଦେଇ ଶୁଭେଚ୍ଛା ଜଣାଇବା ଲାଗି…

ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ

ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ। ପିଏମ୍‌ ପୋଷଣ ଯୋଜନାରେ ଆମିଷ ଖାଉ ନ ଥିବା ଛାତ୍ରୀଛାତ୍ରଙ୍କୁ ଅଣ୍ଡା ବଦଳରେ ଫଳ ଦିଆଯିବ। ଭୋଜନରେ ଋତୁକାଳୀନ ଫଳ ଯୋଗାଇ ଦେବାକୁ ଜିଲା ଶିକ୍ଷାଧିକାରୀଙ୍କୁ ପିଏମ୍‌ ପୋଷଣ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ତେଣୁ ଅଣ୍ଡା ଖାଉ ନ ଥିବା ପିଲାଙ୍କ…

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍‌ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି । ୧୫ ଦିନ ଧରି ଜୀବନ ସହିତ ସଂଘର୍ଷ କରିବା ପରେ ଶେଷରେ ଆରପାରିକୁ ଚାଲିଯାଇଛନ୍ତି ପୀଡ଼ିତା । ଆଜି ଦିଲ୍ଲୀରେ କରାଯିବ ଶବ ବ୍ୟବଚ୍ଛେଦ । ପୋଷ୍ଟମର୍ଟମ ପରେ ଓଡ଼ିଶା ଆସିବ ମରଶରୀର।…

ଆଜିର ରାଶିଫଳ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଓ ଗୁରୁ ଏକାଠି ହେବା ଦ୍ୱାରା ଅତ୍ୟନ୍ତ ଶୁଭ ଓ ରାଜଯୋଗ ସୃଷ୍ଟି ହୋଇଥାଏ । ଏହାର ବିଶେଷ ମହତ୍ତ୍ୱ ମଧ୍ୟ ରହିଛି । ଶୁକ୍ର-ଗୁରୁ ଏକାଠି ହେବା ଦ୍ୱାରା ଗଜଲକ୍ଷ୍ମୀ ରାଜଯୋଗ ସୃଷ୍ଟି ହୋଇଥାଏ । ଏହି ବିଶେଷ ଯୋଗ ହେବା ପରେ ବ୍ୟକ୍ତିଙ୍କ ଜୀବନରେ ଧନ, ବୈଭବ,…

ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ ଏବଂ ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଫିଲ୍ମ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ…

୨୦ ହଜାର ମହିଳା ଘେରିବେ ବିଧାନସଭା

ରାଜ୍ୟରେ ପ୍ରତିଦିନ ନାରୀ ନିର୍ଯାତନା ବୃଦ୍ଧି ପାଉଛି। ସରକାର କୌଣସି ପଦକ୍ଷେପ ନେଉ ନ ଥିବାରୁ ଆଗାମୀ ମୌସୁମୀ ଅଧିବେଶନରେ ୨୦ ହଜାର ମହିଳା ବିଧାନସଭା ଘେରିବେ ବୋଲି ପିସିସି ସଭାପତି ଭକ୍ତ ଦାସ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଶ୍ରୀ ଦାସ ନାରୀ ନିର୍ଯାତନା ସଂକ୍ରାନ୍ତରେ ଗଣମାଧ୍ୟମ…

ଆଜିର ରାଶିଫଳ

ବର୍ଷ ୨୦୨୫ର ଅଷ୍ଟମ ମାସ ଅଗଷ୍ଟ ମାସ ଆଜି ଠାରୁ ଆରମ୍ଭ ହୋଇଛି । ଜ୍ୟୋତିଷ ଦୃଷ୍ଟି କୋଣରୁ ଏହି ମାସ ଖୁବ୍‌ ଖାସ୍‌ । କାରଣ ଏହି ମାସରେ ଅନେକ ଗ୍ରହ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରିବା ସହ ରାଜଯୋଗ ସୃଷ୍ଟି କରିବେ । ତେବେ ଜାଣନ୍ତୁ ଏହି ମାସରେ କେଉଁ କେଉଁ ରାଶି ବ୍ୟକ୍ତି ବିଶେଷ…

ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ରେଳ ମନ୍ତ୍ରଣାଳୟର ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି। ଏସବୁ ପ୍ରକଳ୍ପ ପାଇଁ ୧୧,୧୬୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ରେଳ ପ୍ରକଳ୍ପ ଗୁଡ଼ିକ…

ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଏହି…

ରାଶିଫଳ: ଅନ୍ୟମାନଙ୍କୁ ନିଜ କଥାରେ ଆକର୍ଷିତ କରିନେବେ

ମେଷ: ସମାଜରେ ଆପଣଙ୍କର ମାନ ପ୍ରତିଷ୍ଠା ବଢ଼ିବ। ଘର ପାଇଁ ବିଳାସ ଉପକରଣ କିଣିବେ। କଥା କମ୍ କାମ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସଂଯମ ଓ ଧୈର୍ଯ୍ୟର ସହ ପାଦ ଆଗକୁ ବଢ଼ାଇବେ। ଅନ୍ୟମାନଙ୍କୁ ନିଜ କଥାରେ ଆକର୍ଷିତ କରିନେବେ ବୃଷ: ଆପଣଙ୍କ ବିନମ୍ର ସ୍ବଭାବର…