ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ

ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ। ଲଣ୍ଡନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସାକ୍ଷାତ ସମୟରେ ଗୁରୁବାର ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଚୁକ୍ତି ସ୍ୱାକ୍ଷରିତ ହେବା ପରେ, ଦୁଇ ଦେଶ ମଧ୍ୟରେ…

ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ

ଝାଡ଼ଖଣ୍ଡର ଧାନବାଦ ଜିଲା ଅନ୍ତର୍ଗତ ଜାମୁନିଆ ଅଞ୍ଚଳରେ ଥିବା ଏକ ବେଆଇନ କୋଇଲା ଖଣିରେ ଅତଡ଼ା ଧସିବା ଫଳରେ ୧୨ ଜଣ ଶ୍ରମିକ ଚାପି ହୋଇରହିଛନ୍ତି। ୧୦ରୁ ଅଧିକ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୋଇଲା ଅତଡ଼ା ତଳେ ଫଶି…

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର…

ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?

ସୋମବାର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ଇସ୍ତଫା ଦେଇଥିବା ବେଳେ ଦେଶର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ଏବଂ ଏହାର ନିର୍ବାଚନ ପ୍ରକ୍ରିୟା କ'ଣ, ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଉପରାଷ୍ଟ୍ରପତିଙ୍କ ନିର୍ବାଚନରେ ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ଅଂଶଗ୍ରହଣ କରନ୍ତି । ତେବେ…

ଆଜି ମହାପ୍ରଭୁଙ୍କୁ ଚିତାଲାଗି

ଆଜି ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି। ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଚିତାଲାଗି କରାଯିବ। ଏଥିପାଇଁ ଅପରାହ୍ଣ ୨ଟା୩୦ରୁ ସନ୍ଧ୍ୟା ୬ଟା୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ଶେଷ ପରେ ବାଡ଼ଗ୍ରାହୀ…

ଆଜିର ରାଶିଫଳ

ମେଷ:-ଅର୍ଥ ସଂପର୍କିତ ମାମଲାରେ ବୁଦ୍ଧିମତ୍ତାରେ କାମ କରନ୍ତୁ। ଅଧିକାରୀମାନଙ୍କ ସହ ଭଲ ତାଳମେଳ ରଖନ୍ତୁ। ବ୍ୟବସାୟର ନୂଆ ଦିଗ ପାଇବେ। ରାଧେ ରାଧେ ଜପନ୍ତୁ ପାରିବାରିକ ଜୀବନ ସୁଖମୟ ହେବ। ‌ ବୃଷ:-ଆପଣ ଭାବିଥିବା ସବୁ କାମ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀର ପୂରା ସହଯୋଗ ପାଇବେ।…

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା,…

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍‌ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ । ଏହାକୁ ନେଇ…

ଅଧିକ ବିଳମ୍ବ ହେବା ପୂର୍ବରୁ ମୋତେ ସାହାଯ୍ୟ କରନ୍ତୁ” ବୋଲି ଭିଡିଓରେ କାନ୍ଦି କାନ୍ଦି କହିଛନ୍ତି ତନୁଶ୍ରୀ

'ମୋତେ ମୋ ଘରେ ହଇରାଣ କରାଯାଉଛି। ବହୁତ ସହିଲିଣି। ଆଉ ହେବନି। ମୋତେ ସାହାଯ୍ୟ କରନ୍ତୁ।' କାନ୍ଦି କାନ୍ଦି ଭିଡିଓରେ ଏଭଳି କହିଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ସେ ଦାବି କରିଛନ୍ତି ଯେ, ତାଙ୍କୁ ଗତ ୪-୫ ବର୍ଷ ଧରି ତାଙ୍କ ଘରେ ନିର୍ଯାତନା ଦିଆଯାଉଛି। ଏନେଇ ତାଙ୍କୁ ମଙ୍ଗଳବାର…

ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ

ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ ପୁନଃ ଆରମ୍ଭ ହେବ। ବେଜିଂରେ ଥିବା ଭାରତୀୟ ଦୂତାବାସ ବୁଧବାର ଏହି…