ବିଜେଡି ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇବା ଜାରି ରଖିବ ନବୀନ

ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଛନ୍ତି ଯାଜପୁରରେ ଦୁଷ୍କର୍ମ ଗଜତସିଂହପୁର ମାଲକାନଗିରିରେ ଗଣଦୁଷ୍କର୍ମ ଓ ପୁରୀରେ ଯୌନ…

ରାଜ୍ୟରେ ଉଦଘାଟିତ ହେବ ରେ ଛଅଟି ନୂଆ ବୟନ ପାର୍କ

ରାଜ୍ୟ ସରକାର ଛଅଟି ନୂଆ ବୟନ, ପୋଷାକ ଓ ଓୟାରେବଲ୍ ପାର୍କ ବିକାଶ କରୁଛନ୍ତି। ଏହି ପାର୍କଗୁଡ଼ିକରେ ଅତ୍ୟାଧୁନିକ ସୁବିଧାସୁଯୋଗ ରହିବ। ବୟନ କ୍ଷେତ୍ରର କମ୍ପାନିଗୁଡ଼ିକ ସିଧାସଳଖ ଆସି ସେହି ପାର୍କଗୁଡ଼ିକରେ ନିଜ କାରଖାନା ବସାଇପାରିବେ। ଚଳିତ ମାସ ୨୫ରେ ଭୁବନେଶ୍ବରରେ ଅନୁଷ୍ଠିତ ‌ହେବାକୁ ଥିବା…

ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନକରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲୋକସେବା…

ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ

ବରିଷ୍ଠ ନେତାମାନଙ୍କ ସ୍ବାଭାବିକ ଅବସର ବୟସ ୭୫ ବର୍ଷ ହେବା ଉଚିତ ବୋଲି ଜୁଲାଇ ୯ରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ କହିଥିଲେ। ମହାରାଷ୍ଟ୍ରର ନାଗପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତକରି ସେ ଦେଇଥିବା ଏହି ମନ୍ତବ୍ୟକୁ ନେଇ ନାନା କଳ୍ପନାଜଳ୍ପନା…

ଚଳିତ ବର୍ଷ ଚେସ୍ ବିଶ୍ୱକପ୍ ଭାରତରେ ଅନୁଷ୍ଠିତ ହେବ

ଚଳିତ ବର୍ଷ ଚେସ୍ ବିଶ୍ୱକପ୍ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି। ଅକ୍ଟୋବର ୩୦ରୁ ନଭେମ୍ବର ୨୭, ୨୦୨୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନେ ମର୍ଯ୍ୟାଦାସମ୍ପନ୍ନ ଟାଇଟଲ୍ ଏବଂ ୨୦୨୬ ଚେସ୍ କ୍ୟାଣ୍ଡିଡେଟ୍ସ ଟୁର୍ଣ୍ଣାମେଣ୍ଟରେ ଯୋଗ୍ୟତା ଅର୍ଜନ ପାଇଁ…

ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା

ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି,…

ସିବିଏସ୍‌ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ ବାଧ୍ୟତାମୂଳକ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନିୟମାବଳୀ ଜାରି କରାଯାଇଛି। ନିର୍ଦେଶାବଳୀ ଅନୁସାରେ, ସିବିଏସ୍‌ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ…

ଆଜିର ରାଶିଫଳ

ମେଷ: ଆପଣଙ୍କର ପ୍ରଗତିଶୀଳ ପଦକ୍ଷେପକୁ ଲୋକଲୋଚନକୁ ଆଣିପାରନ୍ତି। ପରିବାର ହେଉଛି ସାମାଜିକ ସଂରଚନାର କେନ୍ଦ୍ରବିନ୍ଦୁ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ବୃଷ: ସତ୍ୟବାଦିତା ଆପଣଙ୍କୁ ଜୀବନର ଶୀର୍ଷତମ ସୋପାନରେ ପହଞ୍ଚାଇ ଦେବ।…

ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ଧନଖର । ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା ଇସ୍ତଫାପତ୍ରରେ ସେ ପ୍ରଧାନମନ୍ତ୍ରୀ, ମନ୍ତ୍ରୀ ପରିଷଦ ଏବଂ ସାଂସଦମାନଙ୍କୁ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଲେ କାହିଁକି ?

ରାଜ୍ୟ ସରକାର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଚାଲିଥିବା ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଉଥିବା ବେଳେ…