୨୦୨୩-୨୪ ଆର୍ଥିକ ବର୍ଷରେ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି ବିସିସିଆଇ
ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୨୦୨୩-୨୪ ଆର୍ଥିକ ବର୍ଷରେ ରେକର୍ଡ ୯୭୪୧.୭ କୋଟି ଟଙ୍କାରୁ ରାଜସ୍ବ ସଂଗ୍ରହ କରିଛି। ଏଥିରେ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ଯୋଗଦାନ ୫୯ ପ୍ରତିଶତ ରହିଛି। ଆଇପିଏଲ୍ରୁ ୫୭୬୧ କୋଟି ଟଙ୍କା ମିଳିଥିଲା ବେଳେ ବୋର୍ଡ ୩୬୧…