ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କଲା ରେଭେନ୍ସା ବିଶ୍ବବିଦ୍ୟାଳୟ
ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଯେଉଁ…