୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ରାଜ୍ୟରେ ରଜଠାରୁ କୋହଲା ପାଗ ଲାଗି ରହିଥିବା ବେଳେ ୧୭ ତାରିଖଠାରୁ ଲଘୁଚାପ ଓ ମୌସୁମୀଜନିତ ବର୍ଷା ଜାରି ରହିଛି। ଫଳରେ ଜୁନ୍ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏହି ସମୟ ଅବଧି ମଧ୍ୟରେ ୧୨୦.୩ ମିମି ବର୍ଷା ହୋଇଯାଇଥିବା ବେଳେ ଏହା…