ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା

ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…

୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ…

ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଶୁଭ ଉଦଘାଟନର ଆୟୋଜନ କରାଯାଇଥିଲା। ୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…

ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ

ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଦୁର୍ଘଟଣାର ଶିକାର ଏୟାରଇଣ୍ଡିଆର ଏହି ବିମାନରେ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କୁ ମିଶାଇ ୨୪୨ ଜଣ ଥିବାବେଳେ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…

ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 241 ଯାତ୍ରୀ ମୃତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ୧୭୦ ମୃତଦେହ…

ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା…

୨୪ ଘଣ୍ଟାରେ ଦେଶରେ ଦେଶରେ ୬ ଜଣଙ୍କର କରୋନାରେ ମୃତ୍ୟୁ

ଦେଶରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ୩୦୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଏଥିସହ ଦେଶରେ ସକ୍ରିୟ ମାମଲା ୭ ହଜାର ଟପିଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁଯାୟୀ ଦେଶରେ ଏବେ ମୋଟ୍‌ ସକ୍ରିୟ ମାମଲା ୭,୧୨୧।  ଗତ ୨୪ ଘଣ୍ଟାରେ…

ଲସ୍ ଏଞ୍ଜେଲସ୍‌ରେ କର୍ଫ୍ୟୁ ଲାଗୁ, ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀ ଗିରଫ

ଲଗାତାର ପଞ୍ଚମ ଦିନ ପାଇଁ ଆମେରିକାର ଦ୍ବିତୀୟ ବୃହତ୍ତମ ସହର ଲସ୍ ଏଞ୍ଜେଲସ୍‌ରେ ବିକ୍ଷୋଭ ଜାରି ରହିଥିବାରୁ ଜରୁରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଶନିବାରଠାରୁ ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀଙ୍କୁ ଗିରଫ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲସ୍ ଏଞ୍ଜେଲସ୍‌କୁ ବିଦେଶୀ…

ଆଜିଠୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅନବସର ସେବା ଆରମ୍ଭ, ଭକ୍ତମାନେ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବେ

ଆଜିଠୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅନବସର ସେବା ଆରମ୍ଭ ହେବ। ଏହି ସମୟରେ ଜଗନ୍ନାଥପ୍ରେମୀ ଭକ୍ତମାନେ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଅଲାରନାଥଙ୍କ ପୀଠ। ଶ୍ରୀଜିଉଙ୍କ ଅନବସର ସମୟରେ ଅଲାରନାଥଙ୍କ ଦର୍ଶନ କଲେ…

ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି , ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ

ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଥିଲା। ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ପାରଦ…

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା ଆରମ୍ଭ

ଭୁବନେଶ୍ବରରୁ ସିଧା ଆବୁଧାବିକୁ ଉଡ଼ିବ ବିମାନ । ଓଡ଼ିଶାରୁ ୟୁଏଇ ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବିମାନସେବାର ଶୁଭାରମ୍ଭ କରିଛନ୍ତି ।ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯ଟା ୩୫ ସମୟରେ ବିମାନ ଉଡ଼ାଣ…